ETV Bharat / sports

IPL 2022: ରାହୁଲ-ହୁଡ୍ଡାଙ୍କ ଅର୍ଦ୍ଧଶତକ, ଲକ୍ଷ୍ନୌକୁ ୧୬୯ ରନ୍‌ରେ ରୋକିଲା SRH

ପ୍ରଥମେ ବ୍ୟାଟିଂ କରିଥିବା ଲକ୍ଷ୍ନୌ ନିର୍ଦ୍ଧାରିତ ୨୦ ଓଭରରେ ୭ ୱିକେଟ ହରାଇ ୧୬୯ ରନ୍‌ ସଂଗ୍ରହ କରିଛି । ଫଳରେ ଅରେଞ୍ଜ ଆର୍ମୀ ହାଇଦ୍ରାବାଦ ସାମ୍ନାରେ ୧୭୦ ରନ୍‌ର ବିଜୟ ଲକ୍ଷ୍ୟ ରହିଛି । ଅଧିକ ପଢନ୍ତୁ

author img

By

Published : Apr 4, 2022, 9:28 PM IST

IPL 2022: Rahul's Fifty Help Lucknow Super Giants to post 169/7 against sunrisers Hyderabad
IPL 2022: ରାହୁଲଙ୍କ ଅର୍ଦ୍ଧଶତକ ସତ୍ତ୍ବେ, ଲକ୍ଷ୍ନୌକୁ ୧୬୯ ରନ୍‌ରେ ରୋକିଲା ହାଇଦ୍ରାବାଦ

ମୁମ୍ବାଇ: ଇଣ୍ଡିଆନ ପ୍ରିମିୟର ଲିଗ(IPL)ର ଦ୍ବାଦଶତମ ମ୍ୟାଚ୍‌ ସନରାଇଜର୍ସ ହାଇଦ୍ରାବାଦ (SRH) ଓ ଲକ୍ଷ୍ନୌ ସୁପର ଜିଆଣ୍ଟସ ମଧ୍ୟରେ ଖେଳାଯାଉଛି । ଡିୱାଇ ପାଟିଲ ଷ୍ଟାଡିୟମରେ ଖେଳାଯାଉଥିବା ଏହି ମ୍ୟାଚ୍‌ରେ ପ୍ରଥମେ ବ୍ୟାଟିଂ କରିଥିବା ଲକ୍ଷ୍ନୌ ନିର୍ଦ୍ଧାରିତ ୨୦ ଓଭରରେ ୭ ୱିକେଟ ହରାଇ ୧୬୯ ରନ୍‌ ସଂଗ୍ରହ କରିଛି । ଫଳରେ ଅରେଞ୍ଜ ଆର୍ମୀ ହାଇଦ୍ରାବାଦ ସାମ୍ନାରେ ୧୭୦ ରନ୍‌ର ବିଜୟ ଲକ୍ଷ୍ୟ ରହିଛି ।

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.