ETV Bharat / sports

ଖୋର୍ଦ୍ଧାରେ 35ତମ ରାଜ୍ୟସ୍ତରୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦ୍‌ଯାପିତ - ଖୋର୍ଦ୍ଧା ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦ୍‌ଯାପିତ

କୁଶପଲ୍ଲା ଆଥଲେଟିକ ଆସୋସିଏସନ ଆନୁକୂଲ୍ୟରେ ଅନୁଷ୍ଠିତ ହେଉଥିବା 35ତମ ରାଜ୍ୟ ସ୍ତରୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଛି ।

35th state level football tournament: Dhenkanal  beat Nayagagh won title in final
ଖୋର୍ଦ୍ଧାରେ 35ତମ ରାଜ୍ୟସ୍ତରୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦ୍‌ଯାପିତ
author img

By

Published : Mar 14, 2021, 8:38 PM IST

ଖୋର୍ଦ୍ଧା: ଉଦ୍‌ଯାପିତ ହେଲା ରାଜ୍ୟ ସ୍ତରୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ । କୁଶପଲ୍ଲା ଆଥଲେଟିକ ଆସୋସିଏସନ ଆନୁକୂଲ୍ୟରେ ଅନୁଷ୍ଠିତ ହେଉଥିବା 35ତମ ରାଜ୍ୟ ସ୍ତରୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଛି ।

କୁଶପଲ୍ଲା ମିନି ଷ୍ଟାଡିୟମରେ ଖେଳାଯାଇଥିବା ଏହି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ମୁଖ୍ୟ ଅତିଥି ଭାବେ ବେଗୁନିଆ ବିଧାୟକ ରାଜେନ୍ଦ୍ର କୁମାର ସାହୁ ଯୋଗଦେଇ ଖଳାଳିଙ୍କୁ ଉତ୍ସାହିତ କରିଥିଲେ ।

ଟୁର୍ଣ୍ଣାମେଣ୍ଟରେ ଯାଜପୁର, ଢେଙ୍କାନାଳ, ଭୁବନେଶ୍ବର, ଭଞ୍ଜନଗର, ପୁରୀ, ନୟାଗଡ଼, କଟକର ପ୍ରମୁଖ ଟିମ ଭାଗ ନେଇଥିଲେ । ଫାଇନାଲ ମ୍ୟାଚ ଢେଙ୍କାନାଳ ଓ ନୟାଗଡ଼ ମଧ୍ୟରେ ଅନୁଷ୍ଠିତ ହୋଇଥିଲା । ଫାଇନାଲ ମ୍ୟାଚରେ ଢେଙ୍କାନାଳ ୩-୧ ଗୋଲ୍‌ରେ ନୟାଗଡ଼କୁ ହରାଇ ଚମ୍ପିଆନ ହୋଇଛି ।

ଖୋର୍ଦ୍ଧାରୁ ଗୋବିନ୍ଦ ଚନ୍ଦ୍ର ପଣ୍ଡା, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.