ETV Bharat / sports

ରାଜ୍ୟପାଳଙ୍କ ବ୍ରହ୍ମପୁର ଗସ୍ତ, ୩୫ତମ ସର୍ବଭାରତୀୟ ଭାରତ୍ତୋଳନ ପ୍ରତିଯୋଗିତାରେ ଯୋଗଦାନ

ବ୍ରହ୍ମପୁରରେ ଚାଲିଥିବା ଡାକ ବିଭାଗର ୩୫ତମ ସର୍ବଭାରତୀୟ ଭାରତ୍ତୋଳନ ଓ ଶକ୍ତି ଉତ୍ତୋଳନ ପ୍ରତିଯୋଗିତା ଉଦଯାପିତ ହୋଇଛି ।

ଫଟୋ ସୌଜନ୍ୟ: ସମ୍ବାଦଦାତା ବ୍ରହ୍ମପୁର
author img

By

Published : Sep 29, 2019, 9:15 PM IST

Updated : Sep 29, 2019, 9:30 PM IST

ଗଞ୍ଜାମ: ବ୍ରହ୍ମପୁରରେ ଚାଲିଥିବା ଡାକ ବିଭାଗର ୩୫ତମ ସର୍ବଭାରତୀୟ ଭାରତ୍ତୋଳନ ଓ ଶକ୍ତି ଉତ୍ତୋଳନ ପ୍ରତିଯୋଗିତା ଉଦଯାପିତ ହୋଇଛି । ଉଦଯାପନୀ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ରୂପେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଯୋଗ ଦେଇଥିଲେ ।

ଭିଡିଓ ସୌଜନ୍ୟ: ସମ୍ବାଦଦାତା ବ୍ରହ୍ମପୁର

ଦେଶର ଚିନ୍ତନ ଓ କର୍ତ୍ତବ୍ୟ ପ୍ରସଙ୍ଗରେ ମହାତ୍ମା ଗାନ୍ଧୀଙ୍କ ସ୍ମୃତି ଚାରଣ କରିଥିଲେ ରାଜ୍ୟପାଳ । ଏହାପରେ ଡାକ ବିଭାଗ ପକ୍ଷରୁ ମହାତ୍ମାଗାନ୍ଧୀଙ୍କ ଓଡିଶା ଓ ବ୍ରହ୍ମପୁର ଗସ୍ତ ସ୍ମାରକୀ ସ୍ବତନ୍ତ୍ର ଲଫାପା ଉନ୍ମୋଚନ କରାଯାଇଥିଲା । ଆୟୋଜିତ କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ରୂପେ ବ୍ରହ୍ମପୁର ସା°ସଦ ଚନ୍ଦ୍ରଶେଖର ସାହୁ ଯୋଗ ଦେଇଥିଲେ । ଏଥିରେ ଅନ୍ୟ ମାନଙ୍କ ମଧ୍ୟରେ ଓଡିଶା ଚିଫ୍ ପୋଷ୍ଟ ମାଷ୍ଟର ସନ୍ତୋଷ କୁମାର କମିଲା, ବ୍ରହ୍ମପୁର ପୋଷ୍ଟ ମାଷ୍ଟର ଜେନେରାଲ ଜଳେଶ୍ବର କହର, ସମ୍ବଲପୁର ପୋଷ୍ଟମାଷ୍ଟର ଜେନେରାଲ ଲଳିଟେନ୍ଦୁ ପ୍ରଧାନଙ୍କ ସମେତ ବହୁ ଅଧିକାରୀ ଉପସ୍ଥିତ ରହିଥିଲେ । ପରେ ଭାରତ୍ତୋଳନ ଓ ଶକ୍ତି ଉତ୍ତୋଳନ ପ୍ରତିଯୋଗିତାରେ କୃତି ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା ।

ବ୍ରହ୍ମପୁରରୁ ସମୀର ଆଚାର୍ଯ୍ୟ, ଇଟିଭି ଭାରତ

Intro:ବ୍ରହ୍ମପୁର ଠାରେ ଆୟୋଜିତ ହୋଇଥିବା ଡାକ ବିଭାଗର ୩୫ତମ ସର୍ବଭାରତୀୟ ଭାରତ୍ତୋଳନ ଓ ଶକ୍ତି ଉତ୍ତୋଳନ ପ୍ରତିଯୋଗିତାର ଉଦଯାପିତ ହୋଇଯାଇଛି ।ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ରୂପେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଯୋଗ ଦେଇ କୃତି ପ୍ରତିଯୋଗୀଙ୍କୁ ପୁରସ୍କୃତ କରିବା ସହ ଦେଶର ଚିନ୍ତନ ଓ କର୍ତ୍ତବ୍ୟ ପ୍ରସଙ୍ଗରେ ମହାତ୍ମାଗାନ୍ଧୀ ଙ୍କ ସ୍ମୃତି ଚାରଣ କରିଥିଲେ। ଏହି ଅବସରରେ ଡାକ ବିଭାଗ ପକ୍ଷରୁ ମହାତ୍ମାଗାନ୍ଧୀ ଙ୍କ ଓଡିଶା ଓ ବ୍ରହ୍ମପୁର ଗସ୍ତ ସ୍ମାରକୀ ସ୍ବତନ୍ତ୍ର ଲଫାପା ଉନ୍ମୋଚନ କରାଯାଇଥିଲା ।ଆୟୋଜିତ କାର୍ଯ୍ୟକ୍ରମରେ ସମ୍ମାନୀତ ଅତିଥି ରୂପେ ବ୍ରହ୍ମପୁର ସା°ସଦ ଚନ୍ଦ୍ରଶେଖର ସାହୁ ଯୋଗ ଦେଇ ଏଭଳି କାର୍ଯ୍ୟକ୍ରମ ଆୟୋଜନ କୁ ନେଇ ଅଭିନନ୍ଦନ ଜଣାଇଥିଲେ ।ଏଥିରେ ଅନ୍ୟ ମାନଙ୍କ ମଧ୍ୟରେ ଓଡିଶା ଚିଫ୍ ପୋଷ୍ଟ ମାଷ୍ଟର ସନ୍ତୋଷ କୁମାର କମିଲା, ବ୍ରହ୍ମପୁର ପୋଷ୍ଟ ମାଷ୍ଟର ଜେନେରାଲ ଜଳେଶ୍ବର କହର,ସମ୍ବଲପୁର ପୋଷ୍ଟମାଷ୍ଟର ଜେନେରାଲ ଲଳିଟେନ୍ଦୁ ପ୍ରଧାନ ଙ୍କ ସମେତ ବହୁ ଅଧିକାରୀ ଉପସ୍ଥିତ ରହିଥିଲେ ।

Body:ବାଇଟ୍-ପ୍ରଫେସର ଗଣେଶୀ ଲାଲ(ରାଜ୍ୟପାଳ, ଓଡିଶା)

Conclusion:ବ୍ରହ୍ମପୁର ରୁ ସମୀର ଆଚାର୍ଯ୍ୟ ଇଟିଭି ଭାରତ...
Last Updated : Sep 29, 2019, 9:30 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.