ETV Bharat / sports

୮୯ଟି ବହୁମୁଖୀ ଇଣ୍ଡୋର ଷ୍ଟାଡିୟମର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ - କଳିଙ୍ଗ ଷ୍ଟାଡିୟମରୁ ଇଣ୍ଡୋର ଷ୍ଟାଡିୟମର ଭିତ୍ତି ପ୍ରସ୍ତର ସ୍ଥାପନ

ନୂଆବର୍ଷ ପୂର୍ବରୁ କ୍ରୀଡା ଓ ରାଜ୍ୟର କ୍ରୀଡ଼ାବିତ୍‌ଙ୍କୁ ନବୀନଙ୍କ ନୂଆବର୍ଷ ଭେଟି । ବିଭିନ୍ନ ଜିଲ୍ଲାରେ କ୍ରୀଡ଼ା ପ୍ରକଳ୍ପ ସମୂହର ଉଦ୍‌ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅଧିକ ପଢ଼ନ୍ତୁ

୮୯ଟି ବହୁମୁଖୀ ଇଣ୍ଡୋର ଷ୍ଟାଡିୟମର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

author img

By

Published : Dec 16, 2021, 10:42 PM IST

ଭୁବନେଶ୍ବର: ରାଜ୍ୟରେ କ୍ରୀଡା ଓ କ୍ରୀଡ଼ାବିତଙ୍କ ବିକାଶର ଜୟଯାତ୍ରା ଜାରି ରହିଛି । 2020 ଭଳି 2021 ମଧ୍ୟ ହେବ କ୍ରୀଡ଼ାବିତ୍‌ଙ୍କ ବର୍ଷ । କଳିଙ୍ଗ ଷ୍ଟାଡିୟମରୁ ରାଉରକେଲାର ବିଜୁ ପଟ୍ଟନାୟକ ଇନଡୋର ଷ୍ଟାଡିୟମର ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହା ସହ ଅନୁଗୁଳ ସୁଇମିଂ ପୁଲ୍‌, ବାରିପଦା ସୁଇମିଂ ପୁଲ୍‌, କଳିଙ୍ଗ ଷ୍ଟାଡିୟମର ନୂତନ ଛାତ୍ରାବାସ ଓ କଳିଙ୍ଗ ଷ୍ଟାଡିୟମର ବିଜୁ ପଟ୍ଟନାୟକ ଭାରୋତ୍ତୋଳନ ହଲ୍‌କୁ ମଧ୍ୟ ମୁଖ୍ୟମନ୍ତ୍ରୀ ଲୋକାର୍ପଣ କରିଛନ୍ତି । ୮୯ଟି ଇଣ୍ଡୋର୍‌ ଷ୍ଟାଡିୟମର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଏଥିପାଇଁ ଟେଣ୍ଡର ପ୍ରକ୍ରିୟା ମଧ୍ୟ ଆରମ୍ଭ ହୋଇଛି । 50 ଟି କ୍ଷେତ୍ରରେ ଖୁବଶୀଘ୍ର କାମ ଆରମ୍ଭ ହେବ । ଭିତ୍ତିପ୍ରସ୍ତର ସ୍ଥାପନ ହୋଇଥିବା ଇଣ୍ଡୋର୍‌ ଷ୍ଟାଡିୟମ ନିର୍ମାଣ ବର୍ଷକ ମଧ୍ୟରେ ଶେଷ ହେବ ।

୮୯ଟି ବହୁମୁଖୀ ଇଣ୍ଡୋର ଷ୍ଟାଡିୟମର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ
୮୯ଟି ବହୁମୁଖୀ ଇଣ୍ଡୋର ଷ୍ଟାଡିୟମର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ
୮୯ଟି ବହୁମୁଖୀ ଇଣ୍ଡୋର ଷ୍ଟାଡିୟମର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ
ଏହି ଭିତ୍ତିପ୍ରସ୍ତର ଷ୍ଟାଡିୟମ ନିର୍ମାଣ ପାଇଁ ପୂର୍ବରୁ ଘୋଷଣା କରିଥିଲେ ମୁଖ୍ୟମନ୍ତ୍ରୀ । ରାଜ୍ୟ କ୍ୟାବିନେଟ ବି ଏଥିରେ ମୋହର ମାରିଥିଲା । ବହୁମୁଖୀ ଇଣ୍ଡୋର ଷ୍ଟାଡିୟମରେ ବ୍ୟାଡମିଣ୍ଟନ, ଟେବୁଲ ଟେନିସ୍‌, ଭାର ଉତ୍ତୋଳନ ଭଳି କ୍ରୀଡ଼ାର ବ୍ୟବସ୍ଥା ରହିବ । ପ୍ରାକୃତିକ ବିପର୍ଯ୍ୟୟ ସମୟରେ ପ୍ରଭାବିତ ଲୋକଙ୍କ ପାଇଁ ସାହାରା ପାଲଟିବ ଇଣ୍ଡୋର୍‌ ଷ୍ଟାଡିୟମ । ରାଜ୍ୟ ସରକାରଙ୍କ ଏଭଳି କାର୍ଯ୍ୟକ୍ରମ ରାଜ୍ୟରେ କ୍ରୀଡ଼ା କ୍ଷେତ୍ରରେ ଅଭୂତପୂର୍ବ ପରିବର୍ତ୍ତନ ଆଣିବ ବୋଲି ଆଶା କରାଯାଉଛି ।
  • Hon'ble CM Sri @Naveen_Odisha laid the foundation stone for 8️⃣9️⃣ Multi-Purpose Indoor Halls and also inaugurated 5️⃣ sports facilities which will help in the holistic development of sports and empower athletes of #Odisha. pic.twitter.com/C7fruVmlaA

    — Odisha Sports (@sports_odisha) December 16, 2021 " class="align-text-top noRightClick twitterSection" data=" ">
ଏହି ଅବସରରେ ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମଠାରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା । ରାଜ୍ୟର ପ୍ରମୁଖ କ୍ରୀଡା ଭିତ୍ତିଭୂମି ପ୍ରକଳ୍ପର ଅଗ୍ରଗତିର ସମୀକ୍ଷା କରିଛନ୍ତି ନବୀନ । ବିଶେଷ କରି ଇଣ୍ଡୋର୍‌ ସୁଇମିଂ ପୁଲ୍‌, ଇଣ୍ଡୋର ଆଥଲେଟିକ୍ସ ଟ୍ରାକ୍‌ ରହିଛି । ଉନ୍ନତ କ୍ରୀଡ଼ା ଭିତ୍ତିଭୂମି ଯୋଗୁଁ ଲ୍ୟାଣ୍ଡ ମାର୍କ କଳିଙ୍ଗ ଷ୍ଟାଡିୟମ ବିଭିନ୍ନ କ୍ରୀଡ଼ାର ଅଗ୍ରଣୀ ସ୍ଥାନ ଭାବରେ ପରିଣତ କରିବ । ଏହି କାର୍ଯ୍ୟକ୍ରମରେ କ୍ରୀଡା଼ ଓ ଯୁବ ବ୍ୟାପାର ମନ୍ତ୍ରୀ ତୁଷାରକାନ୍ତି ବେହେରା, ଉନ୍ନୟନ କମିଶନର ପି.କେ ଜେନା, ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭି କେ ପଣ୍ଡିଆନ, କ୍ରୀଡ଼ା ସଚିବ ଆର ଭିନେଲ କ୍ରୀଷ୍ଣ ଏବଂ ଅନ୍ୟ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ ।
  • #Odisha has promising young lifters who are poised to become strong medal contenders in near future.

    Having the Biju Patnaik Weightlifting Hall and a team of experts and professionals with access to #SportsScience facilities will go a long way to amp up their performance. pic.twitter.com/sITz81PycY

  • The CM visited the Indoor Aquatic Centre, which once complete, will be an iconic facility for #swimmers while the Indoor Athletics Stadium will be the first-of-its-kind such facility in India. pic.twitter.com/VPn8lCtWJD

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ

For All Latest Updates

TAGGED:

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.