ETV Bharat / state

ପୁଣି ଅନୁଗୋଳରୁ 135 ନୂଆ କୋରୋନା ଆକ୍ରାନ୍ତ ଚିହ୍ନଟ

ବେକାବୁ ହେବାରେ ଲାଗିଛି ଅନୁଗୋଳ ଜିଲ୍ଲାରେ କୋରୋନାର ସ୍ଥିତି । ଏହା ମଧ୍ୟରେ ଗୁରୁବାର ଜିଲ୍ଲାରୁ ୧୩୫ ନୂଆ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୩୪୩ରେ ପହଞ୍ଚିଥିବା ଜିଲ୍ଲା ସୂଚନା ଲୋକ ସମ୍ପର୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି ।

ପୁଣି ଅନୁଗୋଳରୁ 135  ନୂଆ କୋରୋନା ଆକ୍ରାନ୍ତ ଚିହ୍ନଟ
ପୁଣି ଅନୁଗୋଳରୁ 135 ନୂଆ କୋରୋନା ଆକ୍ରାନ୍ତ ଚିହ୍ନଟ
author img

By

Published : Sep 17, 2020, 8:25 PM IST

ଅନୁଗୋଳ: ବେକାବୁ ହେବାରେ ଲାଗିଛି ଅନୁଗୋଳ ଜିଲ୍ଲାରେ କୋରୋନାର ସ୍ଥିତି । ଏହା ମଧ୍ୟରେ ଗୁରୁବାର ଜିଲ୍ଲାରୁ ୧୩୫ ନୂଆ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୩୪୩ରେ ପହଞ୍ଚିଥିବା ଜିଲ୍ଲା ସୂଚନା ଲୋକ ସମ୍ପର୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି ।

ପୁଣି ଅନୁଗୋଳରୁ 135  ନୂଆ କୋରୋନା ଆକ୍ରାନ୍ତ ଚିହ୍ନଟ
ପୁଣି ଅନୁଗୋଳରୁ 135 ନୂଆ କୋରୋନା ଆକ୍ରାନ୍ତ ଚିହ୍ନଟ

ଗୁରୁବାର ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ବଅଁରପାଳ ବ୍ଳକ୍ ଅଞ୍ଚଳରୁ ସର୍ବାଧିକ ୩୧ ଜଣ, ତାଳଚେର ବ୍ଲକ୍ ଅଞ୍ଚଳରୁ ୨୭ ଜଣ, ଛେଣ୍ଡିପଦା ବ୍ଲକ୍ ଅଞ୍ଚଳରୁ ୧୭ ଜଣ, ଅନୁଗୋଳ ପୌରାଞ୍ଚଳରୁ ୧୭ ଜଣ, କିଶୋରନଗର ବ୍ଳକ୍ ଅଞ୍ଚଳରୁ ୧୫ ଜଣ, ଅନୁଗୋଳ ବ୍ଲକ୍ ଅଞ୍ଚଳରୁ ୧୩ ଜଣ, ଆଠମଲ୍ଲିକ ବ୍ଲକ୍ ଅଞ୍ଚଳରୁ ୫ ଜଣ, ତାଳଚେର ପୌରାଞ୍ଚଳରୁ ୪ ଜଣ, କଣିହାଁ ବ୍ଳକ୍ ଅଞ୍ଚଳରୁ ୩ ଜଣ ଓ ପାଳଲହଡା ବ୍ଳକ୍ ଅଞ୍ଚଳରୁ ୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଅନୁଗୋଳରୁ ସଂଗ୍ରାମ ରଞ୍ଜନ ନାଥ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.