ETV Bharat / state

ଅନୁଗୋଳରେ 4 ହଜାର ନିକଟତର କୋରୋନା ଆକ୍ରାନ୍ତ ସଂଖ୍ୟା

author img

By

Published : Sep 26, 2020, 10:05 PM IST

ଶନିବାର ଅନୁଗୋଳରୁ 198 ନୂଆ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏଥିସହ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୩୯୬୪ରେ ପହଞ୍ଚିଥିବାବେଳେ ସୁସ୍ଥ ସଂଖ୍ୟା 129 ରହିଛି ।

ଅନୁଗୋଳରେ 4 ହଜାର ନିକଟତର କୋରୋନା ଆକ୍ରାନ୍ତ ସଂଖ୍ୟା
ଅନୁଗୋଳରେ 4 ହଜାର ନିକଟତର କୋରୋନା ଆକ୍ରାନ୍ତ ସଂଖ୍ୟା

ଅନୁଗୋଳ: ଶନିବାର ଅନୁଗୋଳରୁ 198 ନୂଆ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏଥିସହ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୩୯୬୪ରେ ପହଞ୍ଚିଥିବାବେଳେ ସୁସ୍ଥ ସଂଖ୍ୟା 129 ରହିଛି ।

ସେହିପରି ଅନ୍ୟ ଜିଲ୍ଲାରୁ ଅନୁଗୋଳରେ ସ୍ଵାବ ନମୁନା ଦେଇଥିବା ବ୍ୟକ୍ତିଙ୍କ ମଧ୍ୟରୁ ଆଜି ୩ ଜଣ ପଜିଟିଭ ଚିହ୍ନଟ ହୋଇଥିବାବେଳେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୭୦ରେ ପହଞ୍ଚିଛି । ଏନେଇ ଜିଲା ସୂଚନା ଲୋକ ସମ୍ପର୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

ଜିଲ୍ଲା ମଧ୍ୟରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ତାଳଚେର ବ୍ଲକରୁ ସର୍ବାଧିକ ୪୧ ଜଣ ( ୩୨ଜଣ ପୁରୁଷ ଓ ୦୯ ଜଣ ମହିଳା ) , ଅନୁଗୋଳ ପୌରାଞ୍ଚଳରୁ ୩୫ ଜଣ ( ୨୪ ଜଣ ପୁରୁଷ ଓ ୧୧ ଜଣ ମହିଳା ) , ବଅଁରପାଳ ବ୍ଳକ୍ ଅଞ୍ଚଳରୁ ୨୯ ଜଣ ( ୧୯ ଜଣ ପୁରୁଷ ଓ ୧୦ଜଣ ମହିଳା ) , ତାଳଚେର ପୌରାଞ୍ଚଳରୁ ୨୫ ଜଣ ( ୧୬ ପୁରୁଷ ଓ ୯ ମହିଳା ) , କଣିହାଁ ବ୍ଳକ୍ ଅଞ୍ଚଳରୁ ୨୪ ଜଣ ( ୧୪ଜଣ ପୁରୁଷ ଓ ୧୦ ଜଣ ମହିଳା ) , ଛେଣ୍ଡିପଦା ବ୍ଳକ୍ ଅଞ୍ଚଳରୁ ୧୫ ଜଣ ( ୧୪ ଜଣ ପୁରୁଷ ଓ ୧ ମହିଳା ) , ଅନୁଗୋଳ ବ୍ଳକ୍ ଅଞ୍ଚଳରୁ ୧୪ ଜଣ ( ୯ ଜଣ ପୁରୁଷ ଓ ୫ ଜଣ ମହିଳା ) । କିଶୋରନଗର ବ୍ଲକ ଅଞ୍ଚଳରୁ ୮ ଜଣ ( ୭ ଜଣ ପୁରୁଷ ଓ ୧ ମହିଳା ) , ପାଲଲହଡା ବ୍ଳକ୍ ଅଞ୍ଚଳରୁ ୭ ଜଣ ( ୬ଜଣ ପୁରୁଷ ଓ ୧ ମହିଳା ଅଛନ୍ତି । ସମସ୍ତେ ଅନ୍ୟ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ପଜିଟିଭ ହୋଇଥିବାର ଜଣାପଡିଛି ।

ସମସ୍ତ ଲକ୍ଷଣଯୁକ୍ତ ଆକ୍ରାନ୍ତଙ୍କୁ କୋଭିଡ ହସ୍ପିଟାଲକୁ ଚିକିତ୍ସା ନିମନ୍ତେ ସ୍ଥାନାନ୍ତର କରାଯାଉଥିବାବେଳେ ସ୍ବଳ୍ପ ଲକ୍ଷଣଯୁକ୍ତ ଓ ଲକ୍ଷଣ ବିହିନ ଆକ୍ରାନ୍ତଙ୍କୁ ନିଜ ଘରେ ଆଇସୋଲେସନରେ ରଖାଯାଇ ନୀରିକ୍ଷଣ କରାଯାଉଛି ବୋଲି ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ପ୍ରକାଶ କରିଛନ୍ତି ।

ଶନିବାର ଅନୁଗୋଳ ଜିଲ୍ଲାରୁ ୧୨୯ ଜଣ ସୁସ୍ଥ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ୧୨ ଜଣ କୋଭିଡ ହସ୍ପିଟାଲରୁ ଓ ୧୧୭ ଜଣ ହୋମ ଆଇସୋଲେସନରୁ ସୁସ୍ଥ ହୋଇଛନ୍ତି ।

ଅନୁଗୋଳରୁ ସଂଗ୍ରାମ ରଞ୍ଜନ ନାଥ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.