ETV Bharat / state

ଅନୁଗୋଳ ଜିଲ୍ଲା ପ୍ରଶାସନ ପକ୍ଷରୁ ମହାତ୍ମା ଗାନ୍ଧୀଙ୍କ ଶ୍ରାଦ୍ଧ ଦିବସ ପାଳିତ

author img

By

Published : Jan 30, 2022, 8:49 PM IST

ଅନୁଗୋଳ ଜିଲ୍ଲା ପ୍ରଶାସନ ପକ୍ଷରୁ ମହାତ୍ମା ଗାନ୍ଧୀଙ୍କ ଶ୍ରାଦ୍ଧ ଦିବସ ପାଳନ । ଜିଲ୍ଲା ସଂସ୍କୃତି ବିଭାଗ ପକ୍ଷରୁ ଏହି ଦିବସକୁ ପାଳନ କରାଯାଇଛି । ଅଧିକ ପଢନ୍ତୁ

mahatma gandhi death anniversary observed in angul
ଅନୁଗୋଳ ଜିଲ୍ଲା ପ୍ରଶାସନ ପକ୍ଷରୁ ମହାତ୍ମା ଗାନ୍ଧୀଙ୍କ ଶ୍ରାଦ୍ଧ ଦିବସ ପାଳିତ

ଅନୁଗୋଳ: ଅନୁଗୋଳ ଜିଲ୍ଲା ପ୍ରଶାସନ ପକ୍ଷରୁ ମହାତ୍ମା ଗାନ୍ଧୀଙ୍କ ଶ୍ରାଦ୍ଧ ଦିବସ ପାଳନ । ଜିଲ୍ଲା ସଂସ୍କୃତି ବିଭାଗ ପକ୍ଷରୁ ଏହି ଦିବସକୁ ପାଳନ କରାଯାଇଛି । ଏଥିଲାଗି ଅନୁଗୋଳ ସହରରେ ଥିବା ଗାନ୍ଧୀ ପାର୍କରେ ଏକ ସ୍ବତନ୍ତ୍ର ଉତ୍ସବ ଆୟୋଜନ ହୋଇଥିଲା ।

ଏହା ବି ପଢନ୍ତୁ ସମ୍ବଲପୁର ଜିଲ୍ଲା କୃଷକ ସଂଗଠନ ପାଳିଲା ମାହାତ୍ମା ଗାନ୍ଧୀ ଶ୍ରାଦ୍ଧ ଦିବସ

ଆଜିର ଏହି ଉତ୍ସବରେ ବିଭିନ୍ନ ବର୍ଗର ଲୋକେ ସାମିଲ ହୋଇ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ । ଏଥିସହ ଗାନ୍ଧୀଙ୍କ ପ୍ରିୟ ଭଜନ ବୈଷ୍ଣବ ଜନ ତୋ ସହ ରାମଧୂନ ପରିବେଷଣ କରାଯାଇଥିଲା । ଏହା ଛଡା ଗାନ୍ଧୀଙ୍କ ଆଦର୍ଶ ଉପରେ ଆଲୋଚନା ହେବା ସହ ଆତ୍ମନିର୍ଭରଶୀଳତା ସମ୍ପର୍କରେ ମଧ୍ୟ ଆଲୋଚନା କରାଯାଇଥିଲା ।

ଅନୁଗୋଳରୁ ସଂଗ୍ରାମ ରଞ୍ଜନ ନାଥ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.