ETV Bharat / state

ବଲାଙ୍ଗୀରରେ ପୁଣି ଜଣେ କୋରୋନା ଆକ୍ରାନ୍ତ ଚିହ୍ନଟ, ମୋଟ ସଂଖ୍ୟା 154

author img

By

Published : Jun 24, 2020, 9:36 PM IST

ବଲାଙ୍ଗୀର ଜିଲ୍ଲାରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ବଢି ବଢି ଚାଲିଛି । ବୁଧବାର ପୁଣି ଜଣେ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ପଢନ୍ତୁ ସମ୍ପୂର୍ଣ୍ଣ ଖବର...

ବଲାଙ୍ଗୀରରେ ପୁଣି ଜଣେ କୋରୋନା ଆକ୍ରାନ୍ତ ଚିହ୍ନଟ, ମୋଟ ସଂଖ୍ୟା 154
ବଲାଙ୍ଗୀରରେ ପୁଣି ଜଣେ କୋରୋନା ଆକ୍ରାନ୍ତ ଚିହ୍ନଟ, ମୋଟ ସଂଖ୍ୟା 154

ବଲାଙ୍ଗୀର: ରାଜ୍ୟରେ ଥମୁନି କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା । ବଲାଙ୍ଗୀର ଜିଲ୍ଲାରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ବଢି ବଢି ଚାଲିଛି । ବୁଧବାର ପୁଣି ଜଣେ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ବଲାଙ୍ଗୀର ପାଟଣାଗଡ଼ ବ୍ଲକ ଅନ୍ତର୍ଗତ ବାଲିପଟା ଗ୍ରାମରୁ ଏହି କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଯିଏ ନିକଟରେ ତାମିଲନାଡୁରୁ ଫେରି ଏଠି ସଂଗରୋଧ କେନ୍ଦ୍ରରେ ଥିଲେ । ତେବେ ତାଙ୍କୁ କୋଭିଡ ଡାକ୍ତର ଖାନାରେ ଭର୍ତ୍ତି କରାଯାଇଛି । ସେପଟେ ବଲାଙ୍ଗୀରରେ ମୋଟ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା 154 ରେ ପହଞ୍ଚି ଥିବା ବେଳେ ଏମଧ୍ୟରୁ 143 ଜଣ ସୁସ୍ଥ ହୋଇଛନ୍ତି । ଏବେ 11 ଜଣ କୋରୋନା ଆକ୍ରାନ୍ତ ଚିକିତ୍ସିତ ହେଉଥିବାର ଜିଲ୍ଲା ପ୍ରଶାସନ ସୂଚନା ଦେଇଛି ।

ବଲାଙ୍ଗୀରରୁ ଶେଖ ମହମ୍ମଦ ୱାହିଦ, ଇଟିଭି ଭାରତ

For All Latest Updates

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.