ETV Bharat / state

ମହିଳାଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ବଲାଙ୍ଗୀରରେ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର । ହତ୍ୟା ସନ୍ଦେହ, ପୋଲିସର ତଦନ୍ତ ଜାରି । ଅଧିକ ପଢନ୍ତୁ...

author img

By

Published : Aug 14, 2020, 8:11 AM IST

Updated : Aug 14, 2020, 11:29 AM IST

a dead body was found in balangir
ମହିଳାଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ବଲାଙ୍ଗୀର: ଜିଲ୍ଲାର ଏକ ଜଳ ପ୍ରକଳ୍ପରୁ ଅଜଣା ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି । ବେଳପଡା ଦୁଙ୍ଗୁରୀପାଲି ଜଳ ପ୍ରକଳ୍ପରୁ ଜଣେ ମହିଳାଙ୍କ ମୃତଦେହ ଭାସୁଥିବାର ଗ୍ରାମବାସୀ ଦେଖିଥିଲେ । ପରେ ଏନେଇ ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ । ଘଟଣାସ୍ଥଳରେ ବେଳପଡା ପୋଲିସ, ପାଟଣାଗଡ଼ ଏସଡିପିଓ ଓ ସାଇଟିଫିକ ଟିମ୍ ପହଞ୍ଚି ମୃତଦେହ ଉଦ୍ଧାର କରିଥିଲେ।

ମହିଳାଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ତେବେ ମହିଳାଙ୍କ ଦେହରେ ଏକ ବଡ଼ ପଥର ବନ୍ଧା ଯାଇଥିଲା । ଯାହା ଦେଖି ଏହା ଏକ ହତ୍ୟାକାଣ୍ଡ ବୋଲି ପୋଲିସ ସନ୍ଦେହ କରିଛି। ସେପଟେ ମହିଳାଙ୍କ ପରିଚୟ ଏଯାଏଁ ମିଳି ନ ଥିବା ବେଳେ ପୋଲିସ ତଦନ୍ତ ଜାରି ରଖିଛି।

ବଲାଙ୍ଗୀରରୁ ଶେଖ ମହମ୍ମଦ ଓ୍ବାହିଦ, ଇଟିଭି ଭାରତ

Last Updated : Aug 14, 2020, 11:29 AM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.