ETV Bharat / state

କୋରୋନା ଆକ୍ରାନ୍ତଙ୍କ ପରିଚୟ ପ୍ରଘଟ ନେଇ ଉତ୍ତେଜନା

author img

By

Published : Aug 18, 2020, 9:53 PM IST

Updated : Aug 18, 2020, 10:01 PM IST

ବଲାଙ୍ଗୀରରେ କୋରୋନା ଆକ୍ରାନ୍ତଙ୍କ ପରିଚୟ ପ୍ରଘଟ ପରେ ଉତ୍ତେଜନା । ଏହାକୁ ନେଇ ଗ୍ରାମବାସୀ ଜିଲ୍ଲାପାଳଙ୍କ ଦ୍ବାରସ୍ଥ ହେବା ସହ ଦୋଷୀଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ପାଇଁ ଦାବି କରିଛନ୍ତି । ଅଧିକ ପଢନ୍ତୁ...

କୋରୋନା ଆକ୍ରାନ୍ତଙ୍କ ପରିଚୟ ପ୍ରଘଟ ନେଇ ଉତ୍ତେଜନା
କୋରୋନା ଆକ୍ରାନ୍ତଙ୍କ ପରିଚୟ ପ୍ରଘଟ ନେଇ ଉତ୍ତେଜନା

ବଲାଙ୍ଗୀର: ଜିଲ୍ଲାରେ କୋରୋନା ଆକ୍ରାନ୍ତଙ୍କ ପରିଚୟ ପ୍ରଘଟ ନେଇ ଉତ୍ତେଜନା । କୋରୋନା ଆକ୍ରାନ୍ତଙ୍କ ପରିଚୟ ପ୍ରଘଟ ଏକ ଅପରାଧ ହୋଇଥିବା ବେଳେ ଏହାକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ଚାପା ଉତ୍ତେଜନା ଦେଖଦେଇଛି ।

ବଲାଙ୍ଗୀର ଜିଲ୍ଲାର ଫାସଡ଼ ଗ୍ରାମରେ 23 ଜଣ କୋରୋନା ସଂକ୍ରମିତ ଚିହ୍ନଟ ହୋଇଥିଲେ କିନ୍ତୁ ସେମାନଙ୍କର ପରିଚୟ ସର୍ବସାଧାରଣରେ ପ୍ରଘଟ ହେବା ସହ ମୋବାଇଲରେ ଭାଇରାଲ ହୋଇଛି । ଯାହାକୁ ନେଇ ଗ୍ରାମରେ ଉତ୍ତେଜନା ପ୍ରକାଶ ପାଇଛି । ଏହାକୁ ନେଇ ଉକ୍ତ ଗ୍ରାମବାସୀ ଜିଲ୍ଲାପାଳଙ୍କ ଦ୍ବାରସ୍ଥ ହେବା ସହ ଦୋଷୀଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ପାଇଁ ଦାବି କରିଛନ୍ତି ।

ସେହିପରି ଚିହ୍ନଟ ହୋଇଥିବା ସମସ୍ତ କୋରୋନା ଆକ୍ରାନ୍ତଙ୍କୁ ହୋମ ଆଇସଲେସନରେ ରହିବା ପାଇଁ କୁହାଯାଇଥିବା ବେଳେ ଲୋକେ ଏହାକୁ ବିରୋଧ କରିଛନ୍ତି । ସମସ୍ତ ଆକ୍ରାନ୍ତଙ୍କ ଚିକିତ୍ସା ପାଇଁ ଚିକିତ୍ସାଳୟର ବ୍ୟବସ୍ଥା କରାଯାଉ ବୋଲି ଦାବି କରିଛନ୍ତି ।

ବଲାଙ୍ଗୀରରୁ ଶେଖ ମହମ୍ମଦ ୱାହିଦ, ଇଟିଭି ଭାରତ

Last Updated : Aug 18, 2020, 10:01 PM IST

For All Latest Updates

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.