ETV Bharat / state

ସୋରରୁ ଦୁଇ ଶିଶୁ ଶ୍ରମିକ ଉଦ୍ଧାର - ବାଲେଶ୍ବର ସୋରରୁ ଶିଶୁ ଶ୍ରମିକ ଉଦ୍ଧାର

ବାଲେଶ୍ବର ଜିଲ୍ଲା ସୋର ଥାନା ଅଞ୍ଚଳରୁ ଦୁଇ ଶିଶୁ ଶ୍ରମିକଙ୍କୁ ଚାଇଲ୍ଡ ଲାଇନ ଉଦ୍ଧାର କରିଛି । ଉଦ୍ଧାର ପରେ ଶିଶୁ ମଙ୍ଗଳ କମିଟିକୁ ହସ୍ତାନ୍ତର କରିଥିବା ଜଣାପଡ଼ିଛି ।

ଫଟୋ ସୌଜନ୍ୟ: ସମ୍ବାଦଦାତା, ବାଲେଶ୍ବର
author img

By

Published : Sep 11, 2019, 12:46 PM IST

ବାଲେଶ୍ବର: ଜିଲ୍ଲା ସୋର ଥାନା ଅଞ୍ଚଳରୁ ଦୁଇ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କରିଛି ଚାଇଲ୍ଡ ଲାଇନ। ସୂଚନା ଅନୁସାରେ ୧୬ନଂ ଜାତୀୟ ରାଜପଥ ଉତ୍ତରେଶ୍ବର ଏକ ହୋଟେଲରେ ଦୀର୍ଘଦିନ ଧରି ଦୁଇଜଣ ଶିଶୁ ଶ୍ରମିକ କାମ କରୁଥିବା ଅଭିଯୋଗ ହୋଇଥିଲା।

ଭିଡିଓ ସୌଜନ୍ୟ: ସମ୍ବାଦଦାତା, ବାଲେଶ୍ବର

ଅଭିଯୋଗ ଆଧାରରେ ଖଇରା ଚାଇଲ୍ଡ ଲାଇନ ପକ୍ଷରୁ ଉକ୍ତ ହୋଟେଲରେ ଚଢ଼ାଉ କରାଯାଇଥିଲା । ଫଳରେ ଏଠାରୁ ଦୁଇ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କରାଯାଇଛି । ଉଦ୍ଧାର ପରେ ସେମାନଙ୍କୁ ବାଲେଶ୍ଵର ଶିଶୁ ମଙ୍ଗଳ କମିଟିକୁ ହସ୍ତାନ୍ତର କରିଥିବା ଜଣାପଡ଼ିଛି ।

ବାଲେଶ୍ବରରୁ ଜୀବନ ଜ୍ୟୋତି ନାୟକ, ଇଟିଭି ଭାରତ

Intro:Body:ବାଲେଶ୍ବର ଜିଲ୍ଲା ସୋର ଥାନା ଅଞ୍ଚଳରୁ ଦୁଇଜଣ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କରିଛି ଚାଇଲଡ଼ ଲାଇନ। ୧୬ନଂ ଜାତୀୟ ରାଜପଥ ଉତ୍ତରେଶ୍ବର ଏକ ହୋଟେଲରେ ଦୀର୍ଘଦିନ ହେବ ଦୁଇଜଣ ଶିଶୁ ଶ୍ରମିକ କାମ କରୁଥିବା ଅଭିଯୋଗ ହୋଇଥିଲା। ଅଭିଯୋଗ ଆଧାରରେ ଖଇରା ଚାଇଲଡ଼ ଲାଇନ ପକ୍ଷରୁ ଚଢ଼ାଉ କରାଯାଇ ଦୁଇ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କରାଯାଇଛି। ସେମାନଙ୍କୁ ବାଲେଶ୍ଵର ଶିଶୁ ମଙ୍ଗଳ କମିଟିକୁ ହସ୍ତାନ୍ତର କରିଥିବା ଜଣାପଡ଼ିଛି।Conclusion:
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.