ETV Bharat / state

ବିଦ୍ୟୁତ ତାର ସଂସ୍ପର୍ଶରେ ଆସି 4 ଗୁରୁତର

author img

By

Published : Aug 31, 2019, 6:22 PM IST

ଆଇଟିଆଇ ଛକ ନିକଟରେ ଗଛ କାଟୁଥିବା ସମୟରେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି 4 ଜଣ ଗୁରୁତର ଆହତ ହୋଇଛନ୍ତି । ସେମାନଙ୍କୁ ବାଲେଶ୍ବର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି ।

ଫଟୋ ସୌଜନ୍ୟ: ସମ୍ବାଦଦାତା, ବାଲେଶ୍ବର

ବାଲେଶ୍ବର: ଆଇଟିଆଇ ଛକ ନିକଟରେ ଗଛ କାଟୁଥିବା ସମୟରେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି 4 ଜଣ ଗୁରୁତର ଆହତ ହୋଇଛନ୍ତି । ସେମାନଙ୍କୁ ବାଲେଶ୍ବର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଗୁରୁତରମାନେ ହେଲେ ପର୍ଶୁରାମ ମଲ୍ଲିକ, ରଞ୍ଜନ ସେଠୀ, ଶିବ ସିଂ ଓ ମହେଶ୍ବର ସିଂ । ସେମାନଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଥିବା ସୂଚନା ରହିଛି ।

ଭିଡିଓ ସୌଜନ୍ୟ: ସମ୍ବାଦଦାତା, ବାଲେଶ୍ବର

ଗୁରୁତରମାନେ ରାସ୍ତା ସମ୍ପ୍ରସାରଣ ପାଇଁ ଗଛ କାଟୁଥିବା ବେଳେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସିଥିଲେ । ଗୁରୁତର ହୋଇଥିବା ବ୍ୟକ୍ତିମାନେ ଶ୍ରମିକ ଶ୍ରେଣୀର ବୋଲି ଜଣାପଡିଛି ।

ବାଲେଶ୍ବରରୁ ଜୀବନଜ୍ୟୋତି ନାୟକ, ଇଟିଭି ଭାରତ

Intro:Body:ବାଲେଶ୍ୱର ସହର ଆଇ ଟି ଆଇ ଛକ ନିକଟରେ ରାସ୍ତା ସମ୍ପ୍ରସାରଣ ପାଇଁ ଗଛ କାଟୁଥିବା ବେଳେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି 4 ଜଣ ଗୁରୁତର ହୋଇଛନ୍ତି। ସମସ୍ତ ଙ୍କୁ ବାଲେଶ୍ୱର ମୁଖ୍ୟ ଚିକିତ୍ସାଳୟ ରେ ଭର୍ତି କରାଯାଇ ଥିବା ବେଳେ ସେମାନଙ୍କ ଚିକିତ୍ସା ଜାରି ରହିଛି। ଏବେ ସେମାନଙ୍କ ର ସ୍ବାସ୍ଥ୍ୟ ଅବସ୍ଥା ସ୍ଥିର ରହିଥିବା ବେଳେ ସମସ୍ତେ ଶ୍ରମିକ ଶ୍ରେଣୀର ବୋଲି ଜଣା ପଡିଛି । ଗୁରୁତରମାନେ ହେଲେ ପର୍ଶୁରାମ ମଲ୍ଲିକ , ରଞ୍ଜନ ସେଠୀ , ମହେଶ୍ୱର ସିଂ ଓ ଶିବ ସିଂ।Conclusion:
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.