ETV Bharat / state

ମହିଳାଙ୍କୁ ଅସଦାଚରଣ ଅଭିଯୋଗ

ଜଣେ ମହିଳାଙ୍କ ପ୍ରତି ସ୍ବାମୀଙ୍କ ବନ୍ଧୁ ଅସଦାଚରଣ କରିବା ନେଇ ବାଲେଶ୍ବର ଜିଲ୍ଲାପାଳଙ୍କ ଠାରେ ଅଭିଯୋଗ କରିଛନ୍ତି ମହିଳା । ଅଧିକ ପଢନ୍ତୁ...

author img

By

Published : Dec 15, 2020, 3:49 PM IST

ମହିଳାଙ୍କୁ ଅସଦାଚରଣ ଅଭିଯୋଗ
ମହିଳାଙ୍କୁ ଅସଦାଚରଣ ଅଭିଯୋଗ

ବାଲେଶ୍ବର: ଦୀର୍ଘ ଦିନ ଧରି ଜିଲ୍ଲାର ଜଣେ ମହିଳାଙ୍କ ପ୍ରତି ସ୍ବାମୀଙ୍କ ବନ୍ଧୁ ଅସଦାଚରଣ କରିବା ନେଇ ଜିଲ୍ଲାପାଳଙ୍କ ଠାରେ ଅଭିଯୋଗ କରିଛନ୍ତି ମହିଳା । ମହିଳାଙ୍କ ଅଭିଯୋଗ ଅନୁସାରେ, ତାଙ୍କ ସ୍ବାମୀଙ୍କର ଜଣେ ଘନିଷ୍ଠ ବନ୍ଧୁ ତାଙ୍କ ଘରକୁ ଯିବାଆସିବା କରୁଥିଲେ । ମାତ୍ର ସ୍ବାମୀଙ୍କ ଅନୁପସ୍ଥିତିରେ ଉକ୍ତ ବନ୍ଧୁ ଜଣଙ୍କ ମହିଳାଙ୍କ ସହ ଶାରୀରିକ ସମ୍ପର୍କ ରଖିବା ପାଇଁ ଉଦ୍ୟମ କରିଥିଲେ ।

ମହିଳାଙ୍କୁ ଅସଦାଚରଣ ଅଭିଯୋଗ

ଏହାକୁ ପ୍ରତିବାଦ କରିବାରୁ ସ୍ବାମୀଙ୍କ ବନ୍ଧୁ ତାଙ୍କୁ ଅଶ୍ଳୀଳ ଗାଳିଗୁଲଜ କରିଥିବା ସେ ଅଭିଯୋଗ କରିଛନ୍ତି । ଏନେଇ ଥାନାରେ ଅଭିଯୋଗ କରାଯାଇଥିଲେ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇ ନଥିବାରୁ ସେ ଜିଲ୍ଲାପାଳଙ୍କ ଦ୍ୱାରସ୍ଥ ହୋଇଛନ୍ତି ।

ବାଲେଶ୍ବରରୁ ଜୀବନ ଜ୍ୟୋତି ନାୟକ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.