ETV Bharat / state

ବାଲେଶ୍ବରବାସୀଙ୍କ ସମସ୍ୟା ଶୁଣିବେ ଅଫିସର, ତାଗିଦ କଲେ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡଙ୍ଗୀ

କେନ୍ଦ୍ରମନ୍ତ୍ରୀ ପ୍ରତାପ ଚନ୍ଦ୍ର ଷଡଙ୍ଗୀ ବାଲେଶ୍ବର ସଦର ବ୍ଲକରେ ଉନ୍ନୟନମୂଳକ ଯୋଜନାର ତର୍ଜମା କରିଛନ୍ତି । ଏହା ସହ ଜିଲ୍ଲାବାସୀଙ୍କ ଅସୁବିଧା ସିଧାସଳଖ ଶୁଣିବା ପାଇଁ ଅଫିସରମାନଙ୍କୁ ତାଗିଦ କରିଛନ୍ତି ।

ଫଟୋ ସୌଜନ୍ୟ: ସମ୍ବାଦଦାତା, ବାଲେଶ୍ବର
author img

By

Published : Aug 14, 2019, 5:35 PM IST

Updated : Aug 14, 2019, 8:41 PM IST

ବାଲେଶ୍ବର: କେନ୍ଦ୍ରମନ୍ତ୍ରୀ ପ୍ରତାପ ଚନ୍ଦ୍ର ଷଡଙ୍ଗୀ ବାଲେଶ୍ଵର ଗସ୍ତରେ ଆସି ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି । ଏହି ସମୀକ୍ଷା ବୈଠକରେ ସଦର ବ୍ଲକର ସମସ୍ତ ପଞ୍ଚାୟତ ପ୍ରତିନିଧି, ରେମୁଣା ବିଧାୟକ ସୁଧାଂଶୁ ଶେଖର ପରିଡା, ସଦର ବିଧାୟକ ମଦନ ମୋହନ ଦତ୍ତ, ବିଡ଼ିଓ ଶଙ୍କର୍ଷଣ ବେହେରା ପ୍ରମୁଖ ଉପସ୍ଥିତ ଥିଲେ ।

ଭିଡିଓ ସୌଜନ୍ୟ: ସମ୍ବାଦଦାତା, ବାଲେଶ୍ବର

ଆଜି ମନ୍ତ୍ରୀ ବାଲେଶ୍ବର ସଦର ବ୍ଲକର ସମୀକ୍ଷା ବୈଠକରେ ଯୋଗ ଦେଇଥିଲେ । ବ୍ଳକର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିବା ସହ ଜିଲ୍ଲାବାସୀଙ୍କ ପାଇଁ ଉଦ୍ଦିଷ୍ଟ ସୁବିଧା ସୁଯୋଗ ଯୋଗାଇବା ପାଇଁ ନିର୍ଦ୍ଦେଶ ଦେଇଥିଲେ । ଜିଲ୍ଲାବାସୀଙ୍କ ଅସୁବିଧା ସିଧାସଳଖ ଶୁଣିବା ପାଇଁ ଅଫିସର ମାନଙ୍କୁ ତାଗିଦ କରିଛନ୍ତି । ଏହାସହ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଠାରୁ ଆରମ୍ଭ କରି ବିଭିନ୍ନ ଯୋଜନାର ଉପଯୁକ୍ତ କାର୍ଯ୍ୟକାରିତାକୁ ନେଇ ସେ ଆଲୋଚନା କରିଛନ୍ତି ।

ବାଲେଶ୍ବରରୁ ଜୀବନଜ୍ୟୋତି ନାୟକ, ଇଟିଭି ଭାରତ

Intro:ବାଲେଶ୍ୱର ସାଂସଦ ତଥା କେନ୍ଦ୍ରମନ୍ତ୍ରୀ ପ୍ରତାପ ଚନ୍ଦ୍ର ଷଡଙ୍ଗୀ ବାଲେଶ୍ଵର ଗସ୍ତରେ ଆସି ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି। କେତେବେଳେ ମେଡିକାଲ ଭିତରେ ତ ପୁଣି କେବେ ଗାଁ ଭିତରେ ଲୋକଙ୍କ ସମସ୍ୟା କଥା ବୁଝୁଥିବା ଦେଖିବାକୁ ମିଳିଛି।

Body:ଆଜି ମନ୍ତ୍ରୀ ବାଲେଶ୍ୱର ସଦର ବ୍ଲକରେ ସମୀକ୍ଷା ବୈଠକରେ ଯୋଗ ଦେଇଥିଲେ। ବ୍ଳକର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା କରିବା ସହ ଲୋକଙ୍କ ପାଇଁ ଉଦ୍ଦିଷ୍ଟ ସୁବିଧା ସୁଯୋଗ ଯୋଗାଇବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ଲୋକଙ୍କ ଅସୁବିଧା ସିଧା ସଳଖ ଶୁଣିବା ପାଇଁ ଅଫିସର ମାନଙ୍କୁ ଆହ୍ବାନ ଦେଇଥିଲେ। ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଠାରୁ ଆରମ୍ଭ କରି ସଡ଼କ ଯୋଜନା ର ଉପଯୁକ୍ତ କାର୍ଯ୍ୟକାରିତା ଉପରେ ଆଲୋଚନା କରିଥିଲେ।

Conclusion:ଏଥିରେ ସଦର ବ୍ଲକର ସମସ୍ତ ପଞ୍ଚାୟତ ପ୍ରତିନିଧି, ରେମୁଣା ବିଧାୟକ ସୁଧାଂଶୁ ଶେଖର ପରିଡା, ସଦର ବିଧାୟକ ମଦନମୋହନ ଦତ୍ତ, ବିଡ଼ିଓ ଶଙ୍କର୍ଷଣ ବେହରା ପ୍ରମୁଖ ଉପସ୍ଥିତ ଥିଲେ।
Last Updated : Aug 14, 2019, 8:41 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.