ବାଲେଶ୍ବର: ରେମୁଣା ଗୋଲେଇ ଠାରେ ବିଭିନ୍ନ ଶ୍ରମିକ ସଂଗଠନ ପକ୍ଷରୁ କେନ୍ଦ୍ର ସରକାରଙ୍କ ବିରୋଧରେ ସ୍ୱର ଉତ୍ତୋଳନ କରାଯାଇଛି । କ୍ରାନ୍ତିଦିବସ ଅବସରରେ ଶ୍ରମିକ ସଂଗଠନର ସଦସ୍ୟମାନେ ରାଜପଥରେ ରାସ୍ତାରୋକ କରିବା ସହ ବିକ୍ଷୋଭ ପ୍ରଦର୍ଶନ କରିଥିଲେ । ଅତ୍ୟାବଶକୀୟ ସାମଗ୍ରୀର ଦରବୃଦ୍ଧି ସାଙ୍ଗକୁ ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧିକୁ ସଂଗଠନ ପକ୍ଷରୁ ବିରୋଧ କରାଯାଇଥିଲା ।
ବାଲଶ୍ବରରୁ ଜୀବନ ଜ୍ୟୋତି ନାୟକ, ଇଟିଭି ଭାରତେ