ETV Bharat / state

ବିଲରୁ କ୍ଷତବିକ୍ଷତ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

author img

By

Published : Mar 11, 2020, 5:34 PM IST

ବାଲେଶ୍ବର ଜିଲ୍ଲା ସଦର ଥାନା ଅଧିନସ୍ଥ ଆଙ୍ଗୁଳା ଅଞ୍ଚଳର ବିଲରୁ ଏକ ମୃତଦେହ ଉଦ୍ଧାର କରିଛି ପୋଲିସ । ମୃତଦେହ ଜବତ କରି ପୋଲିସ ତଦନ୍ତ ଆରମ୍ଭ କରିଛି । ପଢନ୍ତୁ ଅଧିକ ଖବର....

dead body recovered from the field, suspected of murder
ବିଲରୁ କ୍ଷତବିକ୍ଷତ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ବାଲେଶ୍ବର: ଜିଲ୍ଲାର ସଦର ଥାନା ଅଞ୍ଚଳରେ ଚାଞ୍ଚଲ୍ୟ । ଆଙ୍ଗୁଳା ଅଞ୍ଚଳରେ ଥିବା ଏକ ବିଲରୁ କ୍ଷତବିକ୍ଷତ ମୃତଦେହ ଉଦ୍ଧାର କରିଛି ପୋଲିସ । ମୃତବ୍ୟକ୍ତି ହେଲେ କାଳୀଚରଣ ସିଂ ।

ଗ୍ରାମବାସୀ ସଙ୍ଗେସଙ୍ଗେ ପୋଲିସକୁ ଖବର ଦେବା ପରେ ପୋଲିସ ଓ ସାଇଣ୍ଟିଫିକ୍ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ମୃତ କାଳୀଚରଣଙ୍କ ଶରୀର ବିଭିନ୍ନ ସ୍ଥାନରେ କ୍ଷତ ଚିହ୍ନ ଥିବାରୁ ଏହା ଏକ ସୁଚିନ୍ତିତ ହତ୍ୟାକାଣ୍ଡ ବୋଲି ପୋଲିସ ସନ୍ଦେହ କରିଛି । ଏନେଇ 70/20 ମୂଳେ ଏକ ମାମଲା ରୁଜ୍ଜୁ କରି ପୋଲିସ ତଦନ୍ତ ଆରମ୍ଭ କରିଛି ।

ବାଲେଶ୍ବରରୁ ଜୀବନଜ୍ୟୋତି ନାୟକ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.