ETV Bharat / state

ଭଡାଘରୁ ମହିଳାଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ

author img

By

Published : Jan 5, 2020, 9:32 AM IST

ଖନ୍ତାପଡ଼ା ଥାନା ଅନ୍ତର୍ଗତ ଗଡପଦା ଗାଁର ଏକ ଭଡ଼ାଘରୁ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର । ମହିଳାଙ୍କୁ ହତ୍ୟା କରାଯାଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି ।

dead-body-rescue-in-rent-house-in-khantapada-ps-of-balasor
ଫଟୋ ସୌଜନ୍ୟ: ସମ୍ବାଦଦାତା,ବାଲେଶ୍ବର

ବାଲେଶ୍ଵର : ଜିଲ୍ଲା ଖନ୍ତାପଡ଼ା ଥାନା ଅନ୍ତର୍ଗତ ଗଡପଦା ଗାଁର ଏକ ଭଡ଼ାଘରୁ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର । ମହିଳାଙ୍କୁ ହତ୍ୟା କରାଯାଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି ।

ଭଡାଘରୁ ମହିଳାଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ

ସୂଚନା ମୁତାବକ ବାଲେଶ୍ବର ଜିଲ୍ଲା ଖନ୍ତାପଡ଼ା ଥାନା ଅନ୍ତର୍ଗତ ଗଡପଦା ଗାଁ ମହିଳା ଜଣଙ୍କ ସନ୍ତରାଗଡ଼ିଆ ଅଞ୍ଚଳର ଗୀତା ଦାସ । କୌଣସି କାରଣକୁ ନେଇ ଗୀତା ସ୍ବାମୀଙ୍କ ଘର ଛାଡ଼ି ଗଡ଼ପଦା ଗାଁର ପୂର୍ଣ୍ଣାନନ୍ଦ ପତିଙ୍କ ଘରେ ଭଡ଼ା ରହୁଥିଲେ । ଘଟଣାସ୍ଥଳରେ ପୋଲିସ ଓ ସାଇଣ୍ଟିଫିକ ଟିମ ପହଞ୍ଚି ତଦନ୍ତ କରୁଛନ୍ତି । ଏହି ଘଟଣାରେ ମହିଳା ଜଣଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରି ପରିବାର ଲୋକଙ୍କ ପକ୍ଷରୁ ଥାନାରେ ଅଭିଯୋଗ କରାଯାଇଛି।

ବାଲେଶ୍ବରରୁ ଜୀବନଜ୍ୟୋତି ନାୟକ, ଇଟିଭି ଭାରତ

Intro:Body:ବାଲେଶ୍ଵର ଜିଲ୍ଲା ଖନ୍ତାପଡ଼ା ଥାନା ଅଧିନ ଗଡପଦା ଗାଁର ଏକ ଭଡ଼ାଘରୁ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମହିଳାଙ୍କୁ ହତ୍ୟା କରାଯାଇଥିବା ତାଙ୍କ ପରିବାର ଲୋକେ ଅଭିଯୋଗ କରିଛନ୍ତି।
ମୃତ ମହିଳା ଜଣଙ୍କ ସନ୍ତରାଗଡ଼ିଆ ଅଞ୍ଚଳର ଗୀତା ଦାସ ବୋଲି ଜଣାପଡିଛି। କୌଣସି କାରଣରୁ ଗୀତା ସ୍ବାମୀଙ୍କ ଘର ଛାଡ଼ି ଗଡ଼ପଦା ଗାଁର ପୂର୍ଣ୍ଣାନନ୍ଦ ପତିଙ୍କ ଘରେ ଭଡ଼ା ରହୁଥିଲେ। ଘଟଣା ସ୍ଥଳରେ ପୋଲିସ ଓ ସାଇଣ୍ଟିଫିକ ଟିମ ପହଞ୍ଚି ତଦନ୍ତ କରିଥିବା ଜଣାପଡ଼ିଛି। ଏହି ଘଟଣାରେ ମହିଳା ଜଣଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରି ପରିବାର ଲୋକଙ୍କ ପକ୍ଷରୁ ଥାନାରେ ଅଭିଯୋଗ କରାଯାଇଥିବା ଜଣାପଡ଼ିଛି।

ମହିଳାଙ୍କ ମୁହଁ ଟି ବ୍ଲୋର କରାଯିବConclusion:
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.