ETV Bharat / state

ସ୍ତ୍ରୀକୁ ପିଟିପିଟି ମାରିଦେଲା ନିଶାସକ୍ତ ସ୍ୱାମୀ - ନୀଳଗିରି ଥାନା

ମାତୁଆଲ ସ୍ବାମୀ ସ୍ତ୍ରୀକୁ ପିଟିପିଟି ହତ୍ୟା କରିଛି । ବାଲେଶ୍ବର ଜିଲ୍ଲା ନୀଳଗିରି ଥାନା ଅଞ୍ଚଳରେ ଏ ଭଳି ଅଭାବନୀୟ ଘଟଣା ଘଟିଛି। ଅଧିକ ପଢନ୍ତୁ....

ଫଟୋ ସୌଜନ୍ୟ : ପ୍ରତିନିଧି,ସୁବର୍ଣ୍ଣପୁର
author img

By

Published : Oct 22, 2019, 2:53 PM IST

ବାଲେଶ୍ଵର: ନିଶାସକ୍ତ ଅବସ୍ଥାରେ ନିଜ ସ୍ତ୍ରୀକୁ ପିଟିପିଟି ମାରିଦେଲା ସ୍ବାମୀ। ନୀଳଗିରି ଥାନା ଅନ୍ତର୍ଗତ ଗୋପୀନାଥପୁର ନୂଆସାହି ଆଦିବାସୀ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି।

ଭିଡିଓ ସୌଜନ୍ୟ : ସମ୍ବାଦଦାତା,ବାଲେଶ୍ବର

ପୂର୍ଣ୍ଣଚନ୍ଦ୍ର ସିଂ ନାମକ ଯୁବକ ନିଶାସକ୍ତ ଅବସ୍ଥାରେ ଗତକାଲି ରାତିରେ ତାଙ୍କ ସ୍ତ୍ରୀ ସୁକାନ୍ତିଙ୍କ ସହିତ ବଚସା ହୋଇଥିଲା। ଏଥିରେ ଉତ୍ତ୍ୟକ୍ତ ହୋଇ ପୂର୍ଣ୍ଣଚନ୍ଦ୍ର ସୁକାନ୍ତିଙ୍କୁ ଅମାନୁଷିକ ଭାବେ ମାଡ଼ ମାରିଥିଲା। ସୁକାନ୍ତିଙ୍କ ଘଟଣାସ୍ଥଳରେ ହିଁ ମୃତ୍ୟୁ ହୋଇଥିବା ଜଣାପଡିଛି। ସକାଳେ ପୂର୍ଣ୍ଣଚନ୍ଦ୍ରଙ୍କ ନିଶା ଛାଡିବା ପରେ ପଶ୍ଚାତାପ କରି ପୋଲିସ ନିକଟରେ ଆତ୍ମସମର୍ପଣ କରିଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ଶବ ଜବତ କରିବା ସହ ବ୍ୟବଚ୍ଛେଦ ପାଇଁ ପଠାଇଛି।

ବାଲେଶ୍ବରରୁ ଜୀବନ ଜ୍ୟୋତି ନାୟକ, ଇଟିଭି ଭାରତ

Intro:Body:ବାଲେଶ୍ଵର ଜିଲ୍ଲା ନୀଳଗିରି ଥାନା ଅଧିନ ଗୋପୀନାଥପୁର ନୂଆସାହି ଆଦିବାସୀ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ନିଶାଶକ୍ତ ଅବସ୍ଥାରେ ନିଜ ସ୍ତ୍ରୀକୁ ପିଟିପିଟି ମାରିଦେଇଛି ସ୍ୱାମୀ। ଗ୍ରାମର ପୂର୍ଣ୍ଣଚନ୍ଦ୍ର ସିଂ ନାମକ ଯୁବକ ନିଶାସକ୍ତ ଅବସ୍ଥାରେ ଗତକାଲି ରାତିରେ ତାଙ୍କ ସ୍ତ୍ରୀ ସୁକାନ୍ତିଙ୍କ ସହିତ ବଚସା ହୋଇଥିଲା। ଏଥିରେ ଉତ୍ୟକ୍ତ ହୋଇ ପୂର୍ଣ୍ଣଚନ୍ଦ୍ର ସୁକାନ୍ତିଙ୍କୁ ଅମାନୁଷିକ ଭାବେ ମାଡ଼ ମାରିଥିଲେ। ସୁକାନ୍ତିଙ୍କ ଘଟଣାସ୍ଥଳରେ ହିଁ ମୃତ୍ୟୁ ହୋଇଥିବା ଜଣାପଡିଛି। ସକାଳେ ପୂର୍ଣ୍ଣଚନ୍ଦ୍ରଙ୍କ ନିଶା ଛାଡିବା ପରେ ପଶ୍ଚାତପ କରି ପୋଲିସ ନିକଟରେ ଆତ୍ମସମର୍ପଣ କରିଥିବା ଜଣାପଡ଼ିଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ଶବ ଜବତ କରିବା ସହ ବ୍ୟବଚ୍ଛେଦ ପାଇଁ ପଠାଇଥିବା ଜଣାପଡିଛି।Conclusion:
ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.