ETV Bharat / state

ଚାଷକାମ ବେଳେ ଜମିରେ ଟଳି ପଡିଲେ ଚାଷୀ

ବାଲେଶ୍ୱର ଜିଲ୍ଲା ନୀଳଗିରି ଅଞ୍ଚଳରେ ଜଣେ ଚାଷୀ କ୍ଷେତରେ ଚାଷ କାର୍ଯ୍ୟ କରୁଥିବା ବେଳେ ହଠାତ୍‌ ତାଙ୍କର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି ।

author img

By

Published : Jul 9, 2019, 5:20 PM IST

ଫଟୋ ସୌଜନ୍ୟ: ସମ୍ବାଦଦାତା, ବାଲେଶ୍ବର

ବାଲେଶ୍ବର: କ୍ଷେତରେ କାମ କରୁଥିବା ବେଳେ ଚାଷୀଙ୍କ ସନ୍ଦେହଜନକ ମୃତ୍ୟୁ । ଏଭଳି ଦୁଃଖଦ ଘଟଣା ଘଟିଛି ବାଲେଶ୍ବର ଜିଲ୍ଲା ନୀଳଗିରି ଅଞ୍ଚଳ । ମୃତ ଚାଷୀ ହେଲେ ଜାମୁଡିହା ପଞ୍ଚାୟତ ଗୁଡିଶୂଳ ଗାଁର ୩୫ ବର୍ଷୀୟ ନିର ନାୟକ ।

ଭିଡିଓ ସୌଜନ୍ୟ: ସମ୍ବାଦଦାତା, ବାଲେଶ୍ବର

ସୂଚନା ଅନୁଯାୟୀ, ମଙ୍ଗଳବାର ନିର ଘର ନିକଟସ୍ଥ କ୍ଷେତରେ ସେ କାମ କରୁଥିଲେ । ସେଠାରେ ହଠାତ୍ ସେ ଅଚେତ୍ ହୋଇଯାଇଥିଲେ । ପରିବାର ଲୋକେ ତାଙ୍କୁ ନୀଳଗିରି ମେଡିକାଲରେ ଭର୍ତ୍ତି କରିଥିଲେ । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି । ତେବେ କେଉଁ କାରଣରୁ ତାଙ୍କର ମୃତ୍ୟୁ ତାହା ସ୍ପଷ୍ଟ ହୋଇ ନଥିବା ବେଳେ ଏପଟେ ସାପ କାମୁଡା ଯୋଗୁଁ ତାଙ୍କର ମୃତ୍ୟୁ ଘଟିଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି ।

ବାଲେଶ୍ବରରୁ ଜୀବନଜ୍ୟୋତି ନାୟକ, ଇଟିଭି ଭାରତ

Intro:Body:

BLANK FOR LINK 

Conclusion:
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.