ETV Bharat / state

ଲକ୍ଷାଧିକ ଟଙ୍କାର ବେଆଇନ ବାଣ ଜବତ, ଜଣେ ଅଟକ - ବେଆଇନ ବାଣ କାରଖାନା

ଆଗକୁ ଦୀପାବଳୀ ଥିବାରୁ ବାଣ ତିଆରିରେ କାରିଗର । ବାଲେଶ୍ଵର ଜିଲ୍ଲା ଜଳେଶ୍ବର ଥାନା ଅଞ୍ଚଳରେ ଥିବା ଏକ ବେଆଇନ ବାଣ କାରଖାନା ଉପରେ ପୋଲିସ ଚଢ଼ାଉ କରି ଲକ୍ଷାଧିକ ଟଙ୍କାର ବାଣ ଜବତ କରିଛି ।

ଫଟୋ ସୌଜନ୍ୟ- ସମ୍ବାଦଦାତା, ବାଲେଶ୍ବର
author img

By

Published : Oct 12, 2019, 2:45 AM IST

ବାଲେଶ୍ଵର: ଜିଲ୍ଲା ଜଳେଶ୍ବର ଥାନା ଅଞ୍ଚଳରେ ଥିବା ଏକ ବେଆଇନ ବାଣ କାରଖାନା ଉପରେ ପୋଲିସ ଚଢ଼ାଉ କରି ଲକ୍ଷାଧିକ ଟଙ୍କାର ବାଣ ଜବତ କରିବା ସହ ଜଣଙ୍କୁ ଅଟକ ରଖିଥିବା ଜଣାପଡିଛି ।

ଆଗକୁ ଦୀପାବଳୀ ଆସୁଥିବାରୁ କାରିଗରମାନେ ବାଣ ତିଆରି କରିବାରେ ବ୍ୟସ୍ତ ଅଛନ୍ତି । ବିଶେଷ ସୂତ୍ରରୁ ଖବର ପାଇ ଜଳେଶ୍ବର ପୋଲିସ ଶାଳୀକୋଠା ଗ୍ରାମରେ ଚାଲିଥିବା ବେଆଇନ ବାଣ କାରଖାନା ଉପରେ ଚଢ଼ାଉ କରିଥିଲା ।

ଭିଡିଓ ସୌଜନ୍ୟ- ସମ୍ବାଦଦାତା, ବାଲେଶ୍ବର

ସେଠାରେ ଅରବିନ୍ଦ ପ୍ରଧାନ ନାମକ ଜଣେ ବ୍ୟକ୍ତି ବେଆଇନ ଭାବେ ବାଣ ତିଆରି କରୁଥିବା ପୋଲିସ ଜାଣିବାକୁ ପାଇଥିଲା । ପୋଲିସ ଅରବିନ୍ଦଙ୍କୁ ଅଟକ ରଖିବା ସହ ଲକ୍ଷାଧିକ ଟଙ୍କାର ବାଣ ଜବତ କରିଥିବା ଜଣାପଡ଼ିଛି ।

ବାଲେଶ୍ବରରୁ ଜୀବନଜ୍ୟୋତି ନାୟକ, ଇଟିଭି ଭାରତ

Intro:Body:ବାଲେଶ୍ଵର ଜିଲ୍ଲା ଜଳେଶ୍ବର ଥାନା ଅଞ୍ଚଳରେ ଥିବା ଏକ ବେଆଇନ ବାଣ କାରଖାନା ଉପରେ ପୋଲିସ ଚଢ଼ାଉ କରି ଲକ୍ଷାଧିକ ଟଙ୍କାର ବାଣ ଜବତ କରିବା ଜଣଙ୍କୁ ଅଟକ ରଖିଥିବା ଜଣାପଡିଛି।

ଆଗକୁ ଦୀପାବଳୀ ଆସୁଥିବାରୁ କାରିଗରମାନେ ବନ ତିଆରି କରିବାରେ ବ୍ୟସ୍ତ ଅଛନ୍ତି। ବିଶେଷ ସୂତ୍ରରୁ ଖବର ପାଇ ଜଳେଶ୍ବର ପୋଲିସ ଶାଳୀକୋଠା ଗ୍ରାମରେ ଚାଲିଥିବା ବେଆଇନ ବାଣ କାରଖାନା ଉପରେ ଚଢ଼ାଉ କରିଥିଲା। ସେଠାରେ ଅରବିନ୍ଦ ପ୍ରଧାନ ନାମକ ଜଣେ ବ୍ୟକ୍ତି ବେଆଇନ ଭାବେ ବାଣ ତିଆରି କରୁଥିବା ପୋଲିସ ଜାଣିବାକୁ ପାଇଥିଲା। ପୋଲିସ ଅରବିନ୍ଦଙ୍କୁ ଅଟକ ରଖିବା ସହ ଲକ୍ଷାଧିକ ଟଙ୍କାର ବାଣ ଜବତ କରିଥିବା ଜଣାପଡ଼ିଛି।
Conclusion:
ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.