ETV Bharat / state

ମୁଣ୍ଡରେ ବନ୍ଧୁକ ଲଗାଇ ମହିଳା ଫାଇନାନ୍ସ କର୍ମଚାରୀଙ୍କୁ ଲୁଟ୍‌ - ସୋର ଥାନା ଅଧିନ ଦହିସଡା ଛକ

ସୋର ଥାନା ଅଧିନ ଦହିସଡା ଛକ ନିକଟରେ 2 ଜଣ ମହିଳା ଫାଇନାନ୍ସ କର୍ମଚାରୀଙ୍କ ଠାରୁ ଟଙ୍କା ଲୁଟ ହୋଇଛି । ଅଧିକ ପଢନ୍ତୁ...

ମହିଳା ଫାଇନାନ୍ସ କର୍ମଚାରୀଙ୍କୁ ବନ୍ଧୁକ ମୁନରେ ଲୁଟ୍‌
ମହିଳା ଫାଇନାନ୍ସ କର୍ମଚାରୀଙ୍କୁ ବନ୍ଧୁକ ମୁନରେ ଲୁଟ୍‌
author img

By

Published : Dec 26, 2019, 7:15 PM IST

ବାଲେଶ୍ଵର: ଜିଲ୍ଲା ସୋର ଅଞ୍ଚଳର ଦୁଇଜଣ ମହିଳା ଫାଇନାନ୍ସ କର୍ମଚାରୀଙ୍କ ମୁଣ୍ଡରେ ବନ୍ଧୁକ ଲଗାଇ ଟଙ୍କା ଲୁଟ କରାଯାଇଥିବା ଅଭିଯୋଗ ହୋଇଛି। ମାତ୍ର କିଛିଦିନର ବ୍ୟବଧାନ ପରେ ଲୁଟେରାମାନେ ପୁଣି ମାତିଥିବାର ଦେଖିବାକୁ ମିଳିଛି।

ମହିଳା ଫାଇନାନ୍ସ କର୍ମଚାରୀଙ୍କୁ ବନ୍ଧୁକ ମୁନରେ ଲୁଟ୍‌

ଅଭିଯୋଗ ଅନୁସାରେ, ସୋର ଥାନା ଅଧିନ ଦହିସଡା ଛକ ନିକଟରେ 2 ଜଣ ମହିଳା ଫାଇନାନ୍ସ କର୍ମଚାରୀଙ୍କଠାରୁ ଟଙ୍କା ଲୁଟ ହୋଇଛି। ସ୍ବୟଂ ସହାୟିକା ଗୋଷ୍ଠୀର ମହିଳାଙ୍କଠାରୁ ଟଙ୍କା ସଂଗ୍ରହ କରି ଫେରୁଥିବା ବେଳେ ଦହିସଡା ଛକ ନିକଟରେ 2ଟି ବାଇକରେ 4ଜଣ ଦୁର୍ବୃତ୍ତ ମହିଳାଙ୍କ ମୁଣ୍ଡରେ ବନ୍ଧୁକ ଲଗାଇ ଟଙ୍କା ମାଗିଥିଲେ। ବନ୍ଧୁକ ମୁନରେ ଦୁର୍ବୃତ୍ତମାନେ ମହିଳାଙ୍କଠାରୁ 50 ହଜାରରୁ ଅଧିକ ଟଙ୍କା ଲୁଟି ନେଇଥିଲେ। ଘଟଣାସ୍ଥଳରେ ସୋର ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ବାଲେଶ୍ବରରୁ ଜୀବନଜ୍ୟୋତି ନାୟକ, ଇଟିଭି ଭାରତ

Intro:Body:ବାଲେଶ୍ଵର ଜିଲ୍ଲା ସୋର ଅଞ୍ଚଳର ଦୁଇଜଣ ମହିଳା ଫାଇନାନ୍ସ କର୍ମଚାରୀଙ୍କ ମୁଣ୍ଡରେ ବନ୍ଧୁକ ଲଗାଇ ଟଙ୍କା ଲୁଟ କରାଯାଇଥିବା ଅଭିଯୋଗ ହୋଇଛି। ମାତ୍ର କିଛିଦିନର ବ୍ୟବଧାନ ପରେ ପୁଣି ଲୁଟେରାମାନେ ମାତିଥିବା ଦେଖିବାକୁ ମିଳିଛି।

ଅଭିଯୋଗ ଅନୁସାରେ, ସୋର ଥାନା ଅଧିନ ଦହିସଡା ଛକ ନିକଟରେ ୨ଜଣ ମହିଳା ଫାଇନାନ୍ସ କର୍ମଚାରୀଙ୍କ ଠାରୁ ଟଙ୍କା ଲୁଟ ହୋଇଛି। ସ୍ୱୟଂ ସହାୟିକା ଗୋଷ୍ଠୀର ମହିଳାଙ୍କ ଠାରୁ ଟଙ୍କା ସଂଗ୍ରହ କରି ଫେରୁଥିବା ବେଳେ ଦହିସଡା ଛକ ନିକଟରେ ୨ଟି ବାଇକରେ ୪ଜଣ ଦୁର୍ବୃତ୍ତ ମହିଳାଙ୍କ ମୁଣ୍ଡରେ ବନ୍ଧୁକ ଲଗାଇ ଟଙ୍କା ମାଗିଥିଲେ। ବନ୍ଧୁକ ମୁନରେ ଦୁର୍ବୃତ୍ତମାନେ ମହିଳାଙ୍କ ଠାରୁ 50 ହଜାରରୁ ଅଧିକ ଟଙ୍କା ଲୁଟିନେଇଥିବା ଅଭିଯୋଗ ହୋଇଛି। ଘଟଣାସ୍ଥଳରେ ସୋର ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।Conclusion:
ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.