ବାଲେଶ୍ବର: ଜୁଲାଇ ପ୍ରଥମ ସପ୍ତାହରେ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ । ଏନେଇ ଆଜି(ଶନିବାର) ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି । ମାଟ୍ରିକ ଫଳ କେବେ ବାହାରିବ ତାହାକୁ ନେଇ ଛାତ୍ରଛାତ୍ରୀ ଏବଂ ଅଭିଭାବକ ମଧ୍ୟରେ ଉତ୍କଣ୍ଠା ରହିଥିଲା । ଖାତାଦେଖା ପ୍ରକ୍ରିୟା ସରିଥିବା ବେଳେ ଏବେ ଟାବୁଲେସନ ଚାଲିଛି । ତେବେ ଜୁଲାଇ ପ୍ରଥମ ସପ୍ତାହରେ ଫଳାଫଳ ବାହାରିବ ବୋଲି ଗଣଶିକ୍ଷା ମନ୍ତ୍ରୀ କହିଛନ୍ତି । ଯଥାଶୀଘ୍ର ପ୍ରକ୍ରିୟା ସାରିବାକୁ ବିଭାଗୀୟ ଅଧିକାରୀମାନଙ୍କୁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଚଳିତ ବର୍ଷ ୫ ଲକ୍ଷ ୮୫ ହଜାରରୁ ଅଧିକ ଛାତ୍ରଛାତ୍ରୀ ମାଟ୍ରିକ ପରୀକ୍ଷା ଦେଇଥିଲେ ।
ଜୁଲାଇ ପ୍ରଥମ ସପ୍ତାହରେ ବାହାରିବ ମାଟ୍ରିକ ଫଳ - ଜୁଲାଇ ପ୍ରଥମ ସପ୍ତାହରେ ମାଟ୍ରିକ ରେଜଲ୍ଟ
ଜୁଲାଇ ମାସ ପ୍ରଥମ ସପ୍ତାହରେ ମାଟ୍ରିକ ପରୀକ୍ଷା ରେଜଲ୍ଟ । ସୂଚନା ଦେଲେ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ । ଅଧିକ ପଢନ୍ତୁ
![ଜୁଲାଇ ପ୍ରଥମ ସପ୍ତାହରେ ବାହାରିବ ମାଟ୍ରିକ ଫଳ ଜୁଲାଇ ମାସ ପ୍ରଥମ ସପ୍ତାହରେ ବାହାରିବ ମ୍ୟାଟ୍ରିକ ଫଳ: ମନ୍ତ୍ରୀ](https://etvbharatimages.akamaized.net/etvbharat/prod-images/768-512-15653101-thumbnail-3x2-matric.jpg?imwidth=3840)