ETV Bharat / state

ମଧ୍ୟାହ୍ନ ଭୋଜନ ଖାଇ 15 ଛାତ୍ରଛାତ୍ରୀ ଅସୁସ୍ଥ - ମଧ୍ୟାହ୍ନ ଭୋଜନ ଖାଇ ଅସୁସ୍ଥ

ଅସୁସ୍ଥ ହେଲେ ସ୍କୁଲ ଛାତ୍ରଛାତ୍ରୀ । ମଧ୍ୟାହ୍ନ ଭୋଜନ ଖାଇବା ପରେ 15 ପିଲା ଅସୁସ୍ଥ ହୋଇପଡ଼ିଛନ୍ତି ।

ଫଟୋ ସୌଜନ୍ୟ: ସମ୍ବାଦଦାତା, ବାଲେଶ୍ବର
author img

By

Published : Oct 16, 2019, 8:26 PM IST

ବାଲେଶ୍ଵର: ବଇଁଚା ପଞ୍ଚାୟତ ପାଳ ବାଲେଶ୍ଵର ପ୍ରାଥମିକ ବିଦ୍ୟାଳୟରେ ଅଘଟଣ । ମଧ୍ୟାହ୍ନ ଭୋଜନ ଖାଇ ଅସୁସ୍ଥ ହୋଇପଡ଼ିଛନ୍ତି 15 ଛାତ୍ରଛାତ୍ରୀ ।

ମଧ୍ୟାହ୍ନ ଭୋଜନ ଖାଇ 15 ଛାତ୍ରଛାତ୍ରୀ ଅସୁସ୍ଥ

ସ୍କୁଲରେ ମଧ୍ୟାହ୍ନ ଭୋଜନ ଖାଇବା ପରେ ପିଲାମାନେ ଅସୁସ୍ଥ ଅନୁଭବ କରିଥିଲେ । ଅସୁସ୍ଥ ଛାତ୍ରଛାତ୍ରୀଙ୍କୁ ବାଲେଶ୍ଵର ମେଡିକାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି ।

ସେମାନଙ୍କ ମଧ୍ୟରୁ 2ଜଣ ଗୁରୁତର ଥିବା ମଧ୍ୟ ଜଣାପଡିଛି । ମଧ୍ୟାହ୍ନ ଭୋଜନରେ କୌଣସି ମାରାତ୍ମକ ପୋକ ପଡିଥିବା ଯୋଗୁଁ ଏପରି ପରିସ୍ଥିତି ଉପୁଜିଥିବା ସନ୍ଦେହ କରାଯାଉଛି ।

ବାଲେଶ୍ବରରୁ ଜୀବନ ଜ୍ୟୋତି ନାୟକ, ଇଟିଭି ଭାରତ

Intro:Body:ବାଲେଶ୍ଵର ଜିଲ୍ଲା ବଇଁଚା ପଞ୍ଚାୟତ ପାଳ ବାଲେଶ୍ଵର ଉପ୍ରା ବିଦ୍ୟାଳୟର 15 ଛାତ୍ରଛାତ୍ରୀ ଅସୁସ୍ଥ ହୋଇଥିବା ଜଣାପଡିଛି। ସ୍କୁଲରେ ମଧ୍ୟାହ୍ନ ଭୋଜନ ଖାଇବା ପରେ ପିଲାମାନେ ଅସୁସ୍ଥ ଅନୁଭବ କରିଥିଲେ। ସେମାନଙ୍କୁ ବାଲେଶ୍ଵର ମେଡିକାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି। ସେମାନଙ୍କ ମଧ୍ୟରୁ 2ଜଣ ଗୁରୁତର ଥିବା ଜଣାପଡିଛି। ମଧ୍ୟାହ୍ନ ଭୋଜନରେ କୌଣସି ପୋକ ପଡିଥିବା ଯୋଗୁଁ ଏମିତି ପରିସ୍ଥିତି ଉପୁଜିଥିବା ସନ୍ଦେହ କରାଯାଉଛି।Conclusion:
ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.