ETV Bharat / state

ଦିବ୍ୟାଙ୍ଗ ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ, ଅଭିଯୁକ୍ତ ଗିରଫ - ବାଲେଶ୍ବର ନୀଳଗିରିରେ ଲଜ୍ଜା

ବାଲେଶ୍ବର ନୀଳଗିିରିରେ ଲଜ୍ଜା। ଜଣେ ଦିବ୍ୟାଙ୍ଗ ନାବାଳିକା ଦୁଷ୍କର୍ମର ଶିକାର ହୋଇଥିବା ଅଭିଯୋଗ ହୋଇଛି। ଏ ଘଟଣାରେ ଜଡିତ ଅଭିଯୁକ୍ତକୁ ଗିରଫ କରିଛି ପୋଲିସ।

Minor girl rape allegation in balesore
ଦିବ୍ୟାଙ୍ଗ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗରେ ଅଭିଯୁକ୍ତ ଗିରଫ
author img

By

Published : Dec 16, 2019, 6:04 PM IST

ବାଲେଶ୍ବର: ପୁଣି ଜଣେ ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ। ବାଲେଶ୍ବରର ନୀଳଗିରି ଥାନା ଅଞ୍ଚଳରେ ଜଣେ ଦିବ୍ୟାଙ୍ଗ ନାବାଳିକା ଦୁଷ୍କର୍ମର ଶିକାର ହୋଇଥିବା ଅଭିଯୋଗ ହୋଇଛି। ଏ ଘଟଣାରେ ଜଡିତ ଅଭିଯୁକ୍ତକୁ ଗିରଫ କରିଛି ପୋଲିସ।

ଦିବ୍ୟାଙ୍ଗ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗରେ ଅଭିଯୁକ୍ତ ଗିରଫ

ପୀଡିତାଙ୍କ ବାପା ମା' ଘରେ ନଥିବାବେଳେ ଏହାର ସୁଯୋଗ ନେଇ ଗୁଡିଆଳ ଗ୍ରାମର ବୁଧୁଆ ସିଂ ଘରେ ପଶି ବଳପୂର୍ବକ ଦୁଷ୍କର୍ମ କରିଥିଲା। ସେ ସମୟରେ ପୀଡିତାଙ୍କ ମା' ପହଞ୍ଚିଯିବାରୁ ବୁଧୁଆ ସେଠାରୁ ଦୌଡି ପଳାଇଥିଲା। ଏ ଘଟଣାରେ ପରିବାର ଲୋକଙ୍କ ପକ୍ଷରୁ ନୀଳଗିରି ଥାନାରେ ଅଭିଯୋଗ ହୋଇଥିଲା। ପୋଲିସ ଅଭିଯୋଗକୁ ଭିତ୍ତି କରି ଅଭିଯୁକ୍ତ ବୁଧୁଆକୁ ଗିରଫ କରିଛି।

ବାଲେଶ୍ବରରୁ ଜୀବନଜ୍ୟୋତି ନାୟକ, ଇଟିଭି ଭାରତ

Intro:Body:ବାଲେଶ୍ଵର ଜିଲ୍ଲା ନୀଳଗିରି ଅଞ୍ଚଳରେ ପୁଣି ଲଜ୍ଜା। ଜଣେ ଦିବ୍ୟାଙ୍ଗ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ ହୋଇଛି।
ନୀଳଗିରି ଥାନା ଶ୍ୟାମସୁନ୍ଦରପୁର ପଞ୍ଚାୟତର ଏକ ଗ୍ରାମରେ ବାପା ମା ନଥିବା ବେଳେ ଜଣେ ଦିବ୍ୟାଙ୍ଗ ନାବାଳିକାଙ୍କୁ ଗୁଡ଼ିଖୁଳା ଗ୍ରାମର ବୁଧୁଆ ସିଂ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ନାବାଳିକାର ମା ଦୁଷ୍କର୍ମ ବେଳେ ପହଞ୍ଚି ଯିବାରୁ ବୁଧୁଆ ସେଠାରୁ ଦୌଡ଼ି ପଳାଇଥିଲା। ଏହି ଘଟଣାକୁ ନେଇ ନାବାଳିକାର ପରିବାର ଲୋକଙ୍କ ପକ୍ଷରୁ ନୀଳଗିରି ଥାନାରେ ଅଭିଯୋଗ କରାଯାଇଥିଲା। ଅଭିଯୋଗକୁ ଭିତ୍ତି କରି ପୋଲିସ ଅଭିଯୁକ୍ତକୁ ଗିରଫ କରିଛି।Conclusion:
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.