ETV Bharat / state

ଜାତୀୟ ଭୋଟର ଦିବସ: ସଚେତନତା ଶୋଭାଯାତ୍ରାର ସହର ପରିକ୍ରମା - ବାଲେଶ୍ୱରରେ ଜାତୀୟ ଭୋଟର ଦିବସ

ବାଲେଶ୍ବରରେ ଜାତୀୟ ଭୋଟର ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ସହରର ସିନେମା ଛକ ଠାରୁ ଏକ ସଚେତନତା ଶୋଭାଯାତ୍ରା ସହର ପରିକ୍ରମା କରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ ପହଞ୍ଚିଥିଲା।

voter day
ବାଲେଶ୍ୱରରେ ଜାତୀୟ ଭୋଟର ଦିବସ
author img

By

Published : Jan 25, 2020, 2:29 PM IST

ବାଲେଶ୍ବର : ବାଲେଶ୍ବରରେ ଜାତୀୟ ଭୋଟର ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ସହରର ସିନେମା ଛକ ଠାରୁ ଏକ ସଚେତନତା ଶୋଭାଯାତ୍ରା ସହର ପରିକ୍ରମା କରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ ପହଞ୍ଚିଥିଲା।

ବାଲେଶ୍ୱରରେ ଜାତୀୟ ଭୋଟର ଦିବସ

ଏହି ଶୋଭାଯାତ୍ରାକୁ ଜିଲ୍ଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ। ଏହି କାର୍ଯ୍ୟକ୍ରମରେ ବିଭିନ୍ନ କଲେଜର ଛାତ୍ରଛାତ୍ରୀଙ୍କ ସମେତ ଜିଲ୍ଲା ପ୍ରଶାସନର ଅଧିକାରୀମାନେ ସାମିଲ ହୋଇଥିଲେ।

ବାଲେଶ୍ବରରୁ ଜୀବନ ଜ୍ୟୋତି ନାୟକ, ଇଟିଭି ଭାରତ

Intro:Body:ବାଲେଶ୍ୱରରେ ଜାତୀୟ ଭୋଟର ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ସହରର ସିନେମା ଛକ ଠାରୁ ଏକ ସଚେତନତା ଶୋଭାଯାତ୍ରା ସହର ପରିକ୍ରମା କରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ ପହଞ୍ଚିଥିଲା। ଏହି ଶୋଭାଯାତ୍ରାକୁ ଜିଲ୍ଲାପାଳ କେ ସୁଦର୍ଶନ ଚଳରବର୍ତ୍ତି ପତାକା ଦେଖାଇ ଶୁଭାରମ୍ଭ କରିଥିଲେ। ଏହି କାର୍ଯ୍ୟକ୍ରମରେ ବିଭିନ୍ନ କଲେଜର ଛାତ୍ରଛାତ୍ରୀଙ୍କ ସମେତ ଜିଲ୍ଲା ପ୍ରଶାସନର ଅଧିକାରୀମାନେ ସାମିଲ ହୋଇଥିଲେ। Conclusion:
ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.