ETV Bharat / state

ଦୁର୍ଘଟଣାରେ ସାଇକେଲ ଆରୋହୀଙ୍କ ମୃତ୍ୟୁ ପରେ ରାସ୍ତାରେ ଜଳିଲା ଟାୟାର - people road block in dhanasimulia

ଡମ୍ପର ଧକ୍କାରେ ଜଣେ ସାଇକେଲ ଆରୋହୀଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି । ଯାହାକୁ ନେଇ ରାସ୍ତାରୋକ କରାଯାଇଛି ।

people road block in dhanasimulia
ସାଇକେଲ ଆରୋହୀଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା
author img

By

Published : Jan 24, 2020, 9:19 PM IST

ବାଲେଶ୍ବର: ଡମ୍ଫର ଧକ୍କାରେ ସାଇକେଲ ଆରୋହୀଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା । ପ୍ରତିବାଦରେ ଧାନସିମୁଳିଆ ନିକଟରେ ରାସ୍ତା ଅବରୋଧ କରିଥିଲେ ସ୍ଥାନୀୟ ଲୋକେ ।

ସାଇକେଲ ଆରୋହୀଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା

ସୂଚନା ଅନୁଯାୟୀ, ବାଲେଶ୍ବର ଜିଲ୍ଲା ଜଳେଶ୍ବର ଥାନା ଅଧିନସ୍ଥ ଧାନସିମୁଳିଆର ଅଜୟ ଭୂୟାଁ ନାମକ ବ୍ୟକ୍ତି ସାଇକେଲରେ ଘରକୁ ଫେରୁଥିବା ବେଳେ ଏକ ବାଲି ବୋଝେଇ ଡମ୍ପର ଦ୍ରୁତ ଗତିରେ ଆସି ତାଙ୍କୁ ଧକ୍କା ଦେଇଥିଲା। ଘଟଣା ସ୍ଥଳରେ ଅଜୟଙ୍କ ମୃତ୍ୟୁ ହୋଇଥିଲା। ମୃତକଙ୍କ ପରିବାରକୁ କ୍ଷତିପୂରଣ ଦାବି କରି ଉତ୍ୟକ୍ତ ଲୋକେ ଟାୟାର ଜାଳି ଧାନସିମୁଳିଆ ନିକଟରେ ରାସ୍ତା ଅବରୋଧ କରିଥିଲେ। ଘଟଣାସ୍ଥଳରେ ଜଳେଶ୍ବର ପୋଲିସ ପହଞ୍ଚି ଲୋକଙ୍କୁ ବୁଝାସୁଝା କରିବା ପରେ ରାସ୍ତାରୋକ ହଟିଥିଲା। ଅନ୍ୟପଟେ ପୋଲିସ ଡମ୍ପର ଡ୍ରାଇଭରକୁ ଅଟକ ରଖିଥିବା ଜଣାପଡିଛି।

ବାଲେଶ୍ବରରୁ ଜୀବନ ଜ୍ୟୋତି ନାୟକ, ଇଟିଭି ଭାରତ

Intro:Body:ଡମ୍ପର ଧକ୍କାରେ ଜଣେ ସାଇକେଲ ଆରୋହୀଙ୍କ ମୃତ୍ୟୁ ପରେ ଲୋକମାନଙ୍କ ମଧ୍ୟରେ ଉତ୍ତେଜନା ପ୍ରକାଶ ପାଇ ରାସ୍ତାରୋକ କରାଯାଇଥିଲା।

ମିଳିଥିବା ସୂଚନା ଅନୁସାରେ, ବାଲେଶ୍ବର ଜିଲ୍ଲା ଜଳେଶ୍ବର ଥାନା ଧାନସିମୁଳିଆ ଠାରେ ଅଜୟ ଭୂୟାଂ ସାଇକେଲରେ ଘରକୁ ଫେରୁଥିବା ବେଳେ ଏକ ବାଲି ବୋଝେଇ ଡମ୍ପର ଦ୍ରୁତ ଗତିରେ ଆସି ଅଜୟ ଙ୍କୁ ଧକ୍କା ଦେଇଥିଲା। ଘଟଣା ସ୍ଥଳରେ ଅଜୟ ଙ୍କ ମୃତ୍ଯୁ ହୋଇଯାଇଥିଲା। ମୃତକଙ୍କ ପରିବାରକୁ କ୍ଷତିପୂରଣ ଦାବି କରି ଉତ୍ଯକ୍ତ ଲୋକେ ଟାୟାର ଜାଳି ଧାନସିମୁଳିଆ ନିକଟରେ ରାସ୍ତା ଅବରୋଧ କରିଥିଲେ। ଘଟଣାସ୍ଥଳରେ ଜଳେଶ୍ୱର ପୋଲିସ ପହଞ୍ଚି ଲୋକଙ୍କୁ ବୁଝାସୁଝା କରିବା ପରେ ରାସ୍ତାରୋକ ହଟିଥିଲା। ଅନ୍ୟପଟେ ପୋଲିସ ଡମ୍ପର ଡ୍ରାଇଭରକୁ ଅଟକ ରଖିଥିବା ଜଣାପଡିଛି।Conclusion:
ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.