ETV Bharat / state

ମନ୍ତ୍ରୀଙ୍କ ହାତରେ ସମ୍ପର୍କର ସୂତା ବାନ୍ଧିଲେ ଦିବ୍ୟାଙ୍ଗ ଭଉଣୀ

ଭାଇ ହାତରେ ରାକ୍ଷୀ ବାନ୍ଧି ରକ୍ଷା ବନ୍ଧନ ପାଳନ କରିଛି ଭଉଣୀ । ଏହି ଅବସରରେ ବାଲେଶ୍ବର ଜିଲ୍ଲାର ବିଭିନ୍ନ ସ୍ଥାନରେ ଆନନ୍ଦ ଉଲ୍ଲାସର ସହ ପାଳିତ ହୋଇଛି ରକ୍ଷାବନ୍ଧନ ଉତ୍ସବ ।

author img

By

Published : Aug 15, 2019, 3:01 PM IST

ଫଟୋ ସୌଜନ୍ୟ- ସମ୍ବାଦଦାତା, ବାଲେଶ୍ବର

ବାଲେଶ୍ବର: ଆଜି ପବିତ୍ର ରାକ୍ଷୀ ପୂର୍ଣ୍ଣିମା । ଭାଇ ହାତରେ ଭଉଣୀ ବାନ୍ଧି ଦେଇଛି ରାକ୍ଷୀ । ଏହି ଅବସରରେ ବାଲେଶ୍ବର ଜିଲ୍ଲାର ବିଭିନ୍ନ ସ୍ଥାନରେ ଆନନ୍ଦ ଉଲ୍ଲାସର ସହ ପାଳିତ ହୋଇଛି ରକ୍ଷାବନ୍ଧନ ଉତ୍ସବ । ଜିଲ୍ଲାର ମିଶନ ପଡିଆସ୍ଥିତ ଭିନ୍ନକ୍ଷମ କଲ୍ୟାଣ ପ୍ରତିଷ୍ଠାନରେ ରକ୍ଷା ବନ୍ଧନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି ।

ଭିଡିଓ ସୌଜନ୍ୟ- ସମ୍ବାଦଦାତା, ବାଲେଶ୍ବର

ଏଥିରେ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ଅଶୋକ ପଣ୍ଡା ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ । ମନ୍ତ୍ରୀଙ୍କୁ ଦିବ୍ୟାଙ୍ଗ ଭଉଣୀମାନେ ରାକ୍ଷୀ ବାନ୍ଧିଥିଲେ । ମନ୍ତ୍ରୀ ସେମାନଙ୍କ ଗହଣରେ ବେଶ ଖୁସିଥିବା କହିଥିଲେ । ଦିବ୍ୟାଙ୍ଗ ଅନୁଷ୍ଠାନ ପାଇଁ ଆଗାମୀ ଦିନରେ ଅନେକ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି ବୋଲି ମନ୍ତ୍ରୀ କହିଥିଲେ।

ଏହି ଶୁଭ କାର୍ଯ୍ୟକ୍ରମରେ ଜିଲ୍ଲାପାଳ କେ.ସୁଦର୍ଶନ ଚକ୍ରବର୍ତ୍ତୀ, ଜିଲ୍ଲା ପରିଷଦ ଅଧ୍ୟକ୍ଷା ନିବେଦିତା ମହାନ୍ତି ଓ ଗୋପାମୁଦ୍ରା ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ।

ବାଲେଶ୍ବରରୁ ଜୀବନଜ୍ୟୋତି ନାୟକ, ଇଟିଭି ଭାରତ

Intro:ଆଜି ପବିତ୍ର ରାଖୀ ପୂର୍ଣ୍ଣିମା। ଭାଇ ହାତରେ ଭଉଣୀ ବାନ୍ଧି ଦେଇଛି ରାଖୀ। ଏହି ଅବସରରେ ବାଲେଶ୍ୱର ଜିଲ୍ଲାର ବିଭିନ୍ନ ସ୍ଥାନରେ ଆନନ୍ଦ ଉଲ୍ଲାସର ସହ ପାଳିତ ହୋଇଛି ରଖ୍ୟା ବନ୍ଧନ ଉତ୍ସବ।

Body:ବାଲେଶ୍ୱର ମିଶନ ପଡିଆ ସ୍ଥିତ ଭିନ୍ନକ୍ଷମ କଲ୍ୟାଣ ପ୍ରତିଷ୍ଠାନରେ ରକ୍ଷା ବନ୍ଧନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ଅଶୋକ ପଣ୍ଡା ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ। ମନ୍ତ୍ରୀଙ୍କୁ ଦିବ୍ୟାଙ୍ଗ ଭଉଣୀମାନେ ରାଖୀ ବାନ୍ଧିଥିଲେ। ମନ୍ତ୍ରୀ ସେମାନଙ୍କ ଗହଣରେ ବେଶ ଖୁସିଥିବା କହିଥିଲେ। ଦିବ୍ୟାଙ୍ଗ ଅନୁଷ୍ଠାନ ପାଇଁ ଆଗାମୀ ଦିନରେ ଅନେକ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି ବୋଲି ମନ୍ତ୍ରୀ କହିଥିଲେ।

Conclusion:ଏହି କାର୍ଯ୍ୟକ୍ରମରେ ଜିଲ୍ଲାପାଳ କେ ସୁଦର୍ଶନ ଚକ୍ରବର୍ତ୍ତୀ, ଜିଲ୍ଲା ପରିଷଦ ଅଧ୍ୟକ୍ଷା ନିବେଦିତା ମହାନ୍ତି, ଗୋପାମୁଦ୍ରା ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ।
ବାଇଟ- ଅଶୋକ ପଣ୍ଡା(ମନ୍ତ୍ରୀ)
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.