ETV Bharat / state

ସୁପରସୋନିକ୍‌ କ୍ରୁଜ୍‌ ମିସାଇଲ ବ୍ରହ୍ମୋସର ସଫଳ ପରୀକ୍ଷଣ - ସୁପର ସୋନିକ କ୍ରୁଜ ମିସାଇଲ

ସୁପରସୋନିକ୍‌ କ୍ରୁଜ୍‌ ମିସାଇଲ ବ୍ରହ୍ମୋସର ସଫଳ ପରୀକ୍ଷଣ । ଚାନ୍ଦିପୁର କ୍ଷେପଣାସ୍ତ୍ର ପରୀକ୍ଷା କେନ୍ଦ୍ରରୁ ହେଲା ଉତକ୍ଷେପଣ । ଅଧିକ ପଢନ୍ତୁ...

The supersonic cruise missile BrahMos was launched from the Chandipur Missile Test Center.
ଉତକ୍ଷେପଣ ହେଲା ସୁପରସୋନିକ୍‌ କ୍ରୁଜ୍‌ ମିସାଇଲ ବ୍ରହ୍ମୋସ
author img

By

Published : Jul 12, 2021, 2:21 PM IST

ବାଲେଶ୍ବର: ଚାନ୍ଦିପୁର କ୍ଷେପଣାସ୍ତ୍ର ପରୀକ୍ଷା କେନ୍ଦ୍ରରୁ ଉତକ୍ଷେପଣ ହେଲା ସୁପରସୋନିକ୍‌ କ୍ରୁଜ୍‌ ମିସାଇଲ ବ୍ରହ୍ମୋସ । ଉତ୍‌କ୍ଷେପଣ ପରେ ରାଡ଼ାରରୁ ମିଳିଥିବା ତଥ୍ୟକୁ ନେଇ ଚାଲିଛି ସମୀକ୍ଷା । ଭାରତ ଓ ଋଷର ମିଳିତ ସହଯୋଗରେ ନିର୍ମିତ ହୋଇଛି ବ୍ରହ୍ମୋସ । ବ୍ରହ୍ମୋସକୁ ସ୍ଥଳ, ବାୟୁ ଓ ନୌସେନାରେ ସାମିଲ କରାଯାଇଛି ।

ଉତକ୍ଷେପଣ ହେଲା ସୁପରସୋନିକ୍‌ କ୍ରୁଜ୍‌ ମିସାଇଲ ବ୍ରହ୍ମୋସ

ଏହାର ଲକ୍ଷ୍ୟଭେଦ କ୍ଷମତା 650ରୁ 800 କିଲୋମିଟର ରହିଛି । ଶବ୍ଦର ବେଗ ଠାରୁ 3ଗୁଣ ଅଧିକ ବେଗରେ ଗତି କରିପାରେ ସୁପରସୋନିକ୍‌ ମିସାଇଲ ବ୍ରହ୍ମୋସ । ଏଥିରେ 200ରୁ 300 କିଲୋଗ୍ରାମ ପର୍ଯ୍ୟନ୍ତ ଆଣବିକ ଯୁଦ୍ଧାସ୍ତ୍ର ବ୍ୟବହାର କରାଯାଇ ପାରିବ ।

ବାଲେଶ୍ବରରୁ ଜୀବନ ଜ୍ୟୋତି ନାୟକ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.