ETV Bharat / state

ସରକାରୀ ସ୍କୁଲ ସଂରକ୍ଷଣ ବ୍ୟବସ୍ଥାକୁ କେନ୍ଦ୍ରମନ୍ତ୍ରୀଙ୍କ ନାପସନ୍ଦ ! - ସରକାରୀ ସ୍କୁଲ ସଂରକ୍ଷଣ ବ୍ୟବସ୍ଥାକୁ କେନ୍ଦ୍ରମନ୍ତ୍ରୀଙ୍କ ନାପସନ୍ଦ

ସରକାରୀ ହାଇସ୍କୁଲର ମାନ କମିବା ଓ ସରକାରୀ ସ୍କୁଲ ପ୍ରତି ପିଲା ତଥା ଅଭିଭାବକମାନଙ୍କୁ ଆକୃଷ୍ଟ କରିବା ଉଦ୍ଦେଶ୍ୟରେ ରାଜ୍ୟ ସରକାର ସଂରକ୍ଷଣ ବ୍ୟବସ୍ଥା ଆରମ୍ଭ କରିଛନ୍ତି । ଅଧିକ ପଢନ୍ତୁ...

ସରକାରୀ ସ୍କୁଲ ସଂରକ୍ଷଣ ବ୍ୟବସ୍ଥାକୁ କେନ୍ଦ୍ରମନ୍ତ୍ରୀଙ୍କ ନାପସନ୍ଦ !

author img

By

Published : Dec 29, 2020, 6:45 PM IST

ବାଲେଶ୍ବର: ସରକାରୀ ସ୍କୁଲରେ ପଢ଼ୁଥିବା ପିଲାମାନେ ଡାକ୍ତରୀ ଓ ଇଞ୍ଜିନିୟରିଂ ପଢିବା ପାଇଁ ସ୍ଥାନ ସଂରକ୍ଷଣ ବ୍ୟବସ୍ଥା ରାଜ୍ୟ କ୍ୟାବିନେଟରେ ପାସ ହୋଇଛି । ଯାହାକୁ ନେଇ ଛାତ୍ରଛାତ୍ରୀ ସ୍ୱାଗତ କରିଛନ୍ତି । ଏହାସହ ବିଜେଡିର ନେତା, ବିଧାୟକ ଓ ମନ୍ତ୍ରୀମାନେ ଏମିତି ବ୍ୟବସ୍ଥାକୁ ସ୍ୱାଗତ କରିଛନ୍ତି ।

ସରକାରୀ ସ୍କୁଲ ସଂରକ୍ଷଣ ବ୍ୟବସ୍ଥାକୁ କେନ୍ଦ୍ରମନ୍ତ୍ରୀଙ୍କ ନାପସନ୍ଦ !

ମାତ୍ର ଏହି ବ୍ୟବସ୍ଥାକୁ ନାପସନ୍ଦ କରିଛନ୍ତି କେନ୍ଦ୍ରମନ୍ତ୍ରୀ ପ୍ରତାପ ଚନ୍ଦ୍ର ଷଡଙ୍ଗୀ । ସେ କହିଛନ୍ତି ଯେ, ସରକାରୀ ସ୍କୁଲର ମାନ କମୁଛି ସତ ହେଲେ ଯୋଗ୍ୟତା ଭିତ୍ତିରେ ଚୟନ ହେବାର ଆବଶ୍ୟକତା ରହିଛି । ଏହା ଦ୍ୱାରା ଯୋଗ୍ୟ ଛାତ୍ରଛାତ୍ରୀ ବଞ୍ଚିତ ହୋଇ ପାରନ୍ତି ବୋଲି ମନ୍ତ୍ରୀ ନିଜ ପ୍ରତିକ୍ରିୟାରେ କହିଛନ୍ତି ।

ବାଲେଶ୍ବରରୁ ଜୀବନ ଜ୍ୟୋତି ନାୟକ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.