ETV Bharat / state

ଉପବାସରେ ବସିଲେ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡଙ୍ଗୀ

author img

By

Published : May 5, 2021, 12:52 PM IST

ଉପବାସରେ ବସିଲେ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡଙ୍ଗୀ । ପଶ୍ଚିମବଙ୍ଗରେ ନିର୍ବାଚନୀ ଫଳାଫଳ ଘୋଷଣା ପରେ ବିଜେପି କାର୍ଯ୍ୟକର୍ତ୍ତାଙ୍କୁ ଆକ୍ରମଣ କରିବା ଘଟଣାକୁ ନିନ୍ଦା କରି ଏମିତି ଉପବାସ କରି ପ୍ରତିବାଦ କରିଛନ୍ତି । ଅଧିକ ପଢନ୍ତୁ...

Union Minister Pratap sarangi in hunger strike
ଉପବାସରେ ବସିଲେ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡଙ୍ଗୀ

ବାଲେଶ୍ଵର: ଜିଲ୍ଲା ନୀଳଗିରି ଗୋପୀନାଥପୁର ସ୍ଥିତ ବାସଭବନ ଆଗରେ ଉପବାସ ବସିଲେ କେନ୍ଦ୍ରମନ୍ତ୍ରୀ ପ୍ରତାପ ଚନ୍ଦ୍ର ଷଡଙ୍ଗୀ । ପଶ୍ଚିମବଙ୍ଗରେ ନିର୍ବାଚନୀ ଫଳାଫଳ ଘୋଷଣା ପରେ ବିଜେପି କାର୍ଯ୍ୟକର୍ତ୍ତାଙ୍କୁ ଆକ୍ରମଣ କରିବା ଘଟଣାକୁ ନିନ୍ଦା କରି ଏମିତି ଉପବାସ କରି ପ୍ରତିବାଦ ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ।

ସେହିପରି ବାଲେଶ୍ଵର ଜିଲ୍ଲାର ବିଭିନ୍ନ ସ୍ଥାନରେ ବିଜେପି ନେତା ଓ କର୍ମୀମାନେ ଉପବାସ ରହି ପ୍ରତିବାଦ କରିଛନ୍ତି।

ବାଲେଶ୍ବରରୁ ଜୀବନ ଜ୍ୟୋତି ନାୟକ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.