ETV Bharat / state

ଶିକ୍ଷାର ଗୁଣାତ୍ମକ ମାନ ବୃଦ୍ଧି ନେଇ କର୍ମଶାଳା - quality of education

ଶିକ୍ଷାବ୍ୟବସ୍ଥା ସମ୍ପର୍କିତ ଏକ ସମୀକ୍ଷା ବୈଠକ ବାଲେଶ୍ବର ଜିଲ୍ଲା ସ୍କୁଲ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ କେ.ସୁଦର୍ଶନ ଚକ୍ରବର୍ତ୍ତୀ ଯୋଗଦେଇ ଏହି କାର୍ଯ୍ୟକ୍ରମକୁ ଉଦଘାଟନ କରିଛନ୍ତି। ଅଧିକ ପଢନ୍ତୁ...

ଶିକ୍ଷାର ଗୁଣାତ୍ମକ ମାନ ବୃଦ୍ଧି ନେଇ କର୍ମଶାଳା

author img

By

Published : Jan 30, 2021, 1:41 PM IST

ବାଲେଶ୍ବର: ଜିଲ୍ଲାସ୍ତରୀୟ ଶିକ୍ଷାବ୍ୟବସ୍ଥା ସମ୍ପର୍କିତ ଏକ ସମୀକ୍ଷା ବୈଠକ ବାଲେଶ୍ବର ଜିଲ୍ଲା ସ୍କୁଲ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ କେ.ସୁଦର୍ଶନ ଚକ୍ରବର୍ତ୍ତୀ ଯୋଗଦେଇ ଏହି କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ । ରାଜ୍ୟ ସରକାରଙ୍କ ଗଣଶିକ୍ଷା ବିଭାଗ ଷ୍ଟାଣ୍ଡିଂ କାଉନସିଲ କରୁଣାକର ରଥ ଯୋଗ ଦେଇ ମୋ ସ୍କୁଲ ଅଭିଯାନ, ଅନଲାଇନ୍ କ୍ଲାସ, ଦଶମ ଶ୍ରେଣୀ ପାଇଁ ଶହେ ଦିନିଆ କ୍ଲାସ।

ସେହିପରି ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ପରୀକ୍ଷା ଦର୍ପଣ ବଣ୍ଟନ, ଶ୍ରେଣୀ ଗୃହମାନଙ୍କରେ ସ୍ବଚ୍ଛତା, ମଧ୍ୟାହ୍ନ ଭୋଜନ ଚାଉଳ ବଣ୍ଟନ ସହ ଅନ୍ୟାନ୍ୟ ବିଷୟ ଉପରେ ଆଲୋଚନା କରିଥିଲେ। ଜିଲ୍ଲା ଶିକ୍ଷଧିକାରୀ, ଜିଲ୍ଲା ସମଗ୍ର ଶିକ୍ଷା ଅଭିଯାନର ପ୍ରକଳ୍ପ ସଂଯୋଜକ, ଜିଲ୍ଲାସ୍କୁଲର ପ୍ରଧାନଶିକ୍ଷକଙ୍କ ସମେତ ବାଲେଶ୍ବର ଜିଲ୍ଳାର ସମସ୍ତ ବିଇଓ, ଏବିଇଓ, ସିଆରସିସି, ବିଦ୍ୟାଳୟର ପ୍ରଧାନଶିକ୍ଷକ ଓ ପ୍ରଧାନଶିକ୍ଷୟତ୍ରୀ ପ୍ରମୁଖ କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ।

ବାଲେଶ୍ବରରୁ ଜୀବନ ଜ୍ୟୋତି ନାୟକ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.