ETV Bharat / state

ପୂର୍ବ ଶତୃତାକୁ ନେଇ ଯୁବକଙ୍କୁ ଧାରୁଆ ଅସ୍ତ୍ରରେ ଆକ୍ରମଣ

author img

By

Published : Oct 22, 2019, 4:34 AM IST

ସ୍ଥାନୀୟ ଚାନ୍ଦିପୁର ଥାନା ଅଧିନସ୍ଥ ତପସି ଗାଁରେ ଜଣେ ଯୁବକଙ୍କୁ ଧାରୁଆ ଅସ୍ତ୍ରରେ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି । ଅଧିକ ପଢ଼ନ୍ତୁ...

ଫଟୋ ସୌଜନ୍ୟ: ସମ୍ବାଦଦାତା, ବାଲେଶ୍ବର

ବାଲେଶ୍ବର: ସ୍ଥାନୀୟ ଚାନ୍ଦିପୁର ଥାନା ଅଧିନସ୍ଥ ତପସି ଗାଁରେ ଜଣେ ଯୁବକଙ୍କୁ ଧାରୁଆ ଅସ୍ତ୍ରରେ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି । ତେବେ ଘଟଣା ପରେ ସମ୍ପୃକ୍ତ ବୁର୍ଦୃତ୍ତମାନେ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ।

ଭିଡିଓ ସୌଜନ୍ୟ: ସମ୍ବାଦଦାତା, ବାଲେଶ୍ବର

ସୂଚନା ଅନୁଯାୟୀ ଗ୍ରାମର ବାବୁ ବେହେରାଯଙ୍କ ପୁଅ ମହେନ୍ଦ୍ର ତପସି ଛକରେ ଥିବା ଏକ ପରିବା ଦୋକାନରେ ବସିଥିବା ବେଳେ 4 ଜଣ ଦୁର୍ବୃତ୍ତ ତାଙ୍କ ଉପରେ ଅତର୍କିତ ଆକ୍ରମଣ କରିଥିଲେ । ଏଥିରେ ମହେନ୍ଦ୍ରଙ୍କର ବାମ ହାତରେ ଗଭୀର କ୍ଷତ ସୃଷ୍ଟି ହୋଇଥିବା ଦେଖିବାକୁ ମିଳିଛି ।

ତେବେ ପୂର୍ବ ଶତୃତାକୁ କେନ୍ଦ୍ର କରି ଏହି ଆକ୍ରମଣ ହୋଇଥିବା ନେଇ ପରିବାର ଲୋକେ ସନ୍ଦେହ କରୁଛନ୍ତି ।

ବାଲେଶ୍ବରରୁ ଜୀବନ ଜ୍ୟୋତି ନାୟକ, ଇଟିଭି ଭାରତ

Intro:Body:ବାଲେଶ୍ୱର ଚାନ୍ଦିପୁର ଥାନା ଅଧୀନ ତପସି ଗାଁ ରେ ଜଣେ ଯୁବକଙ୍କୁ ଧାରୁଆ ଅସ୍ତ୍ରରରେ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି।

ଗ୍ରାମର ବାବୁ ବେହେରା ଙ୍କ ପୁଅ ମହେନ୍ଦ୍ର ତପସି ଛକ ପରିବା ଦୋକାନ ରେ ବସିଥିବା ବେଳେ ହଠାତ୍ 4 ଜଣ ଯୁବକ ଅତର୍କିତ ଭାବେ ମହେନ୍ଦ୍ରଙ୍କୁ ଆକ୍ରମଣ କରିଥିଲେ। ଘଟଣା ଭିଆଇବା ପରେ ଦୁର୍ବୃତ୍ତମାନେ ସେଠାରୁ ଫେରାର ହୋଇଯାଇଥିଲେ। ଗୁରୁତର ଅବସ୍ଥାରେ ମହେନ୍ଦ୍ରଙ୍କୁ ଜିଲ୍ଲା ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ତାଙ୍କ ବାମ ହାତରେ ଗଭୀର କ୍ଷତ ସୃଷ୍ଟି ହୋଇଥିବା ଦେଖିବାକୁ ମିଳିଛି। ପୂର୍ବ ଶତ୍ରୁତାକୁ ନେଇ ଏମିତି ଆକ୍ରମଣ ହୋଇଥାଇପାରେ ବୋଲି ସନ୍ଦେହ କରାଯାଉଛି।Conclusion:
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.