ETV Bharat / state

ବିଦ୍ୟୁତ ଆଘାତରେ ମାଈ ହାତୀର ମୃତ୍ୟୁ - ବରଗଡ଼ରେ ବିଦ୍ୟୁତ ଆଘାତରେ ମାଈ ହାତୀର ମୃତ୍ୟୁ

ବିଦ୍ୟୁତ ସଂସ୍ପର୍ଶରେ ଆସି ପୁଣି ଏକ ମାଈ ହାତୀର ମୃତ୍ୟୁ । ଅମ୍ବାଭୋନା ବ୍ଲକ ଲଖନପୁର ନିକଟସ୍ଥ ଅଲେଖପୁର ଗ୍ରାମରେ ଏକ ବିଲରେ ହାତୀର ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। ଘଟଣାସ୍ଥଳରେ ବନ ବିଭାଗ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଅଧିକ ପଢ଼ନ୍ତୁ

elephant died in electric shocked in bargarh
ବିଦ୍ୟୁତ ଆଘାତରେ ମାଈ ହାତୀର ମୃତ୍ୟୁ
author img

By

Published : Feb 20, 2022, 4:10 PM IST

ବରଗଡ଼: ବିଦ୍ୟୁତ ସଂସ୍ପର୍ଶରେ ଆସି ପୁଣି ଏକ ମାଈ ହାତୀର ମୃତ୍ୟୁ । ଅମ୍ବାଭୋନା ବ୍ଲକ ଲଖନପୁର ନିକଟସ୍ଥ ଅଲେଖପୁର ଗ୍ରାମରେ ଏକ ବିଲରେ ହାତୀର ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। ଘଟଣାସ୍ଥଳରେ ବନ ବିଭାଗ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ବିଦ୍ୟୁତ ଆଘାତରେ ମାଈ ହାତୀର ମୃତ୍ୟୁ

ସୂଚନା ଅନୁଯାୟୀ ଅଲେଖପୁର ଗ୍ରାମର ଏକ ବିଲରେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଏକ ବଣୁଆ ହାତୀର ମୃତ୍ୟୁ ହୋଇଛି। ହାତୀର ମୃତଦେହ ନିକଟ ଆଖପାଖ ଅଞ୍ଚଳରେ ହାତୀପଲ ବୁଲୁଥିବା ଜଣାପଡ଼ିଛି। ଗ୍ରାମର ସୀମାନ୍ତରେ ଚାଷ କରୁଥିବା ଲୋକେ ଫସଲକୁ ବରହାଠାରୁ ରକ୍ଷା କରିବା ଉଦ୍ଦେଶ୍ୟରେ ବିଦ୍ୟୁତ ତାର ବିଛାଇଥିଲେ। ତେବେ ହାତୀପଲ ଏହି ରାସ୍ତା ଦେଇ ଯାଉଥିବା ବେଳେ ବିଦ୍ୟୁତ ସଂସ୍ପର୍ଶରେ ଆସି ମାଈ ହାତୀର ମୃତ୍ୟୁ ଘଟିଥିବା ବରଗଡ଼ ଏସିଏଫ ସୂଚନା ଦେଇଛନ୍ତି।

ବରଗଡ଼ରୁ ରାଜେଶ ସରାପ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.