ETV Bharat / state

Padmapur By Poll: ଆସନ୍ତାକାଲି ପୁଣି ମୈଦାନକୁ ଓହ୍ଲାଇବେ ଧର୍ମେନ୍ଦ୍ର

author img

By

Published : Dec 2, 2022, 9:29 PM IST

ପ୍ରଥମ ପର୍ଯ୍ୟାୟରେ ନଭେମ୍ବର ୨୯ ରୁ ଡିସେମ୍ବର ୧ ପର୍ଯ୍ୟନ୍ତ ପଦ୍ମପୁରରେ ମାରାଥନ ପ୍ରଚାର କରିଥିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ (Union Minister Dharmendra Pradhan) । ଆସନ୍ତାକାଲି(ଶନିବାର) ପୁଣି ଥରେ ପଦ୍ମପୁର (Padmapur By Poll) ରେ ପ୍ରଚାର କରିବେ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଅଧିକ ପଢନ୍ତୁ

Padmapur By Poll: ଆସନ୍ତାକାଲି ପୁଣି ମୈଦାନକୁ ଓହ୍ଲାଇବେ ଧର୍ମେନ୍ଦ୍ର
Padmapur By Poll: ଆସନ୍ତାକାଲି ପୁଣି ମୈଦାନକୁ ଓହ୍ଲାଇବେ ଧର୍ମେନ୍ଦ୍ର

ଭୁବନେଶ୍ବର: ପ୍ରଥମ ପର୍ଯ୍ୟାୟରେ ନଭେମ୍ବର ୨୯ରୁ ଡିସେମ୍ବର ୧ ପର୍ଯ୍ୟନ୍ତ ପଦ୍ମପୁରରେ ମାରାଥନ ପ୍ରଚାର କରିଥିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ (Union Minister Dharmendra Pradhan) । ଆସନ୍ତାକାଲି(ଶନିବାର) ପୁଣି ଥରେ ପଦ୍ମପୁର (Padmapur By Poll) ରେ ପ୍ରଚାର କରିବେ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

କେନ୍ଦ୍ରମନ୍ତ୍ରୀ ଶନିବାର ପ୍ରଥମେ ଝାରବନ୍ଧ ବ୍ଲକ ଜଗଦଲପୁରରେ ଆୟୋଜିତ ବିଶାଳ ଜନସଭାରେ ଯୋଗଦେବେ । କେନ୍ଦ୍ରମନ୍ତ୍ରୀ ଶନିବାର ପ୍ରଥମେ ଝାରବନ୍ଧ ବ୍ଲକ ଜଗଦଲପୁରରେ ଆୟୋଜିତ ବିଶାଳ ଜନସଭାରେ ଯୋଗଦେବେ । ଏହାପରେ ପଦ୍ମପୁରରେ ରୋଡ ଶୋ’ ମାଧ୍ୟମରେ ଦଳୀୟ ପ୍ରାର୍ଥୀ ପ୍ରଦୀପ ପୁରୋହିତଙ୍କ ପାଇଁ ପ୍ରଚାର କରିବାର କାର୍ଯ୍ୟକ୍ରମ ରହିଛି ।

ପୂର୍ବରୁ କେନ୍ଦ୍ରମନ୍ତ୍ରୀ ପାଇକମାଲ, ପଦ୍ମପୁର ଓ ଝାରବନ୍ଧ ବ୍ଲକର ବିଭିନ୍ନ ଗ୍ରାମ ପଞ୍ଚାୟତରେ ପ୍ରଚାର କରି ସାରିଛନ୍ତି । ୩ ଦିନର ପ୍ରଚାରରେ ରାଜ୍ୟ ସରକାର ଓ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଖୁବ ବର୍ଷିଥିଲେ ଧର୍ମେନ୍ଦ୍ର । ଆଜି ମୁଖ୍ୟମନ୍ତ୍ରୀଙ୍କ ମାରାଥନ ପ୍ରଚାର ପରେ କେନ୍ଦ୍ରମନ୍ତ୍ରୀଙ୍କ ପ୍ରଚାର ଉପରେ ସମସ୍ତଙ୍କର ନଜର ରହିଛି ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.