ETV Bharat / state

ମିଡ ଡେ ମିଲରେ ଝିଟିପିଟି! 40 ଛାତ୍ରଛାତ୍ରୀ ଅସୁସ୍ଥ

ଭଦ୍ରକ ଜିଲ୍ଲାର କେଦାରପୁର ପ୍ରାଥମିକ ବିଦ୍ୟାଳୟର ଅଘଟଣ । ମଧ୍ୟାହ୍ନ ଭୋଜନ ଖାଇ 40ରୁ ଊର୍ଦ୍ଧ୍ବ ଛାତ୍ରଛାତ୍ରୀ ଅସୁସ୍ଥ ହୋଇଥିବା ସୂଚନା ରହିଛି।

author img

By

Published : Oct 26, 2019, 3:29 PM IST

ପ୍ରତୀକାତ୍ମକ ଫଟୋ

ଭଦ୍ରକ: ଜିଲ୍ଲାର କେଦାରପୁର ପ୍ରାଥମିକ ବିଦ୍ୟାଳୟର ଅଘଟଣ । ମଧ୍ୟାହ୍ନ ଭୋଜନ ଖାଇ 40ରୁ ଊର୍ଦ୍ଧ୍ବ ଛାତ୍ରଛାତ୍ରୀ ଅସୁସ୍ଥ ହୋଇଥିବା ସୂଚନା ରହିଛି । ତେବେ ମଧ୍ୟାହ୍ନ ଭୋଜନରୁ ଝିଟିପିଟି ବାହାରିବା ଅଭିଯୋଗ ହୋଇଛି। ତେବେ ଅସୁସ୍ଥ ହୋଇଥିବା ଛାତ୍ରଛାତ୍ରୀଙ୍କୁ ଭଦ୍ରକ ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିବା ଜଣାପଡିଛି।

ଭଦ୍ରକରୁ ଦେବାଶିଷ ମହାପାତ୍ର, ଇଟିଭି ଭାରତ

Intro:Body:

ତେବେ ଅସୁସ୍ଥ ହୋଇଥିବା ଛାତ୍ରଛାତ୍ରୀଙ୍କୁ ଭଦ୍ରକ ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିବା ଜଣାପଡିଛି

Conclusion:
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.