ETV Bharat / state

ଭଦ୍ରକରେ ପୁଣି 8 ନୂଆ କୋରୋନା ଆକ୍ରାନ୍ତ ଚିହ୍ନଟ

author img

By

Published : May 25, 2020, 12:36 PM IST

ରାଜ୍ୟରେ କ୍ରମାଗତ ଭାବରେ ବଢିବାରେ ଲାଗିଛି କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଏହା ମଧ୍ୟରେ ଭଦ୍ରକ ଜିଲ୍ଲାରେ 8 ନୂଆ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ଜିଲ୍ଲାରେ 100 ପାର କରିଛି ଆକ୍ରାନ୍ତଙ୍କ ସଂଖ୍ୟା । ଜିଲ୍ଲାରେ ବର୍ତ୍ତମାନ 106 ଆକ୍ରାନ୍ତ ରହିଛନ୍ତି ।

corona
ଭଦ୍ରକରେ ପୁଣି 8 ନୂଆ କୋରୋନା ଆକ୍ରାନ୍ତ ଚିହ୍ନଟ

ଭଦ୍ରକ: ରାଜ୍ୟରେ କ୍ରମାଗତ ଭାବରେ ବଢିବାରେ ଲାଗିଛି କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଏହା ମଧ୍ୟରେ ଭଦ୍ରକ ଜିଲ୍ଲାରେ 8 ନୂଆ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ଜିଲ୍ଲାରେ 100 ପାର କରିଛି ଆକ୍ରାନ୍ତଙ୍କ ସଂଖ୍ୟା । ଜିଲ୍ଲାରେ ବର୍ତ୍ତମାନ 106 ଆକ୍ରାନ୍ତ ରହିଛନ୍ତି ।

ପୂର୍ବରୁ 98 ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସୋମବାର 8 ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ 4 ଜଣ ପଶ୍ଚିମବଙ୍ଗ ଫେରନ୍ତା, ଜଣେ ତେଲେଙ୍ଗାନା , ଜଣେ ଆନ୍ଧ୍ରପ୍ରଦେଶ ଏବଂ 2 ଜଣ ଗୁଜରାଟ ଫେରନ୍ତା ବୋଲି ଜଣାପଡିଛି । ସମସ୍ତ ଆକ୍ରାନ୍ତ କ୍ବାରେଣ୍ଟିନ ସେଣ୍ଟରରେ ରହିଥିବା ଭଦ୍ରକ ଜିଲ୍ଲାପାଳ ଜ୍ଞାନ ଦାସ ଟ୍ବିଟ କରି ସୂଚନା ଦେଇଛନ୍ତି ।

ଭଦ୍ରକରୁ ଦେବାଶିଷ୍ ମହାପାତ୍ର, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.