ETV Bharat / state

ଝୁଲନ୍ତା ଅବସ୍ଥାରେ ଯୁବକଙ୍କ ମୃତଦେହ ଉଦ୍ଧାର

ଭଦ୍ରକ ଜିଲ୍ଲା ଧାମନଗର ଥାନା କଲ୍ୟାଣୀ ପଞ୍ଚାୟତ ଅନ୍ତର୍ଗତ ହାତ ଖଣ୍ଡିଆପାଳ ଠାରେ ଝୁଲନ୍ତା ଅବସ୍ଥାରେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି ।

author img

By

Published : Jun 1, 2019, 3:19 PM IST

ଫଟୋ ସୌଜନ୍ୟ: ସମ୍ବାଦଦାତା, ଭଦ୍ରକ

ଭଦ୍ରକ: ଝୁଲନ୍ତା ଅବସ୍ଥାରେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । । ଏଭଳି ଘଟଣା ଘଟିଛି ଭଦ୍ରକ ଜିଲ୍ଲା ଧାମନଗର ଥାନା କଲ୍ୟାଣୀ ପଞ୍ଚାୟତ ଅନ୍ତର୍ଗତ ହାତ ଖଣ୍ଡିଆପାଳ ଠାରେ । ଏକ ତେନ୍ତୁଳି ଗଛରେ ଝୁଲନ୍ତା ଅବସ୍ଥାରେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛନ୍ତି ସ୍ଥାନୀୟ ଲୋକେ ।

ଭିଡିଓ ସୌଜନ୍ୟ: ସମ୍ବାଦଦାତା, ଭଦ୍ରକ

ସୂଚନାନୁଯାୟୀ, ଆଜି (ଶନିବାର) ସ୍ଥାନୀୟ ଲୋକେ ଗଛରେ ଝୁଲନ୍ତା ଅବସ୍ଥାରେ ଯୁବକକୁ ଦେଖି ଭୟଭୀତ ହୋଇଯାଇଥିଲେ । ତେବେ ଉଲଗ୍ନ ଅବସ୍ଥାରେ ଯୁବକର ମୃତ ଶରୀର ଗଛକୁ କିପରି ଆସିଲା ? ଏହା ହତ୍ୟା ନା ଆତ୍ମହତ୍ୟା ? ସେ ନେଇ ସାଧାରଣରେ ସନ୍ଦେହ ସୃଷ୍ଟି ହୋଇଛି । ତେବେ ଯୁବକଙ୍କ ପରିଚୟ ମିଳିପାରି ନଥିବାବେଳେ ଖବର ପାଇ ଧାମନଗର ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ଭଦ୍ରକରୁ ଦେବାଶିଷ ମହାପାତ୍ର, ଇଟିଭି ଭାରତ

SLUG : SUSPECTE DEAD BODY 
FORMAT : AVO 
REPORT : DEBASIS MOHAPATRA / BHADRAK
DATE : 01.06.2019

ANCHOR : ଝୁଲନ୍ତା ଅବସ୍ଥାରେ ଯୁବକଙ୍କ ମୃତ ଦେହ ଠାବ। ଭଦ୍ରକ ଜିଲ୍ଲା ଧାମନଗର ଥାନା କଲ୍ୟାଣୀ ପଞ୍ଚାୟତ ଅନ୍ତର୍ଗତ ହାତ ଖଣ୍ଡିଆପାଳ ଠାରେ ଏକ ତେନ୍ତୁଳି ଗଛରେ ଝୁଲନ୍ତା ଅବସ୍ଥାରେ ଯୁବକଙ୍କ ମୃତ ଦେହ ଠାବ କରିଛନ୍ତି ସ୍ଥାନୀୟ ଲୋକେ। ହେଲେ ମୃତ ଯୁବକଙ୍କ ପରିଚୟ ମିଳିପାରିନାହିଁ। ଏନେଇ ଖବର ପାଇ ଧାମନଗର ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନଭିନ ଚଳାଇଛି। ସୂଚନା ଅନୁଯାୟୀ ଆଜି ସ୍ଥାନୀୟ କିଛି ଗ୍ରାମବାସୀ ଗଛରେ ଝୁଲନ୍ତା ଅବସ୍ଥାରେ ଯୁବକକୁ ଦେଖି ଭୟଭୀତ ହୋଇଯାଇଥିଲେ। ପରେ ଘଟଣା ଚାରିଆଡେ ପ୍ରଚାର ହୋଇଯିବାରୁ ଘଟଣାସ୍ଥଳରେ ଲୋକମାନେ ରୁଣ୍ଡ ହୋଇଯାଇଥିଲେ। ତେବେ ଉଲଗ୍ନ ଅବସ୍ଥାରେ ଯୁବକର ମୃତ ଶରୀର ଗଛକୁ କିପରି ଆସିଲା, ସେନେଇ ସାଧାରଣରେ ବିଭିନ୍ନ ସନ୍ଦେହ ପ୍ରକାଶ ପାଇଛି। ଏହା ଏକ ସୁପରିକଳ୍ପିତ ଭାବେ ହତ୍ୟା ନା ଆତ୍ମହତ୍ୟା ତାହା ଜାଣିବା ମୁସ୍କିଲ ହୋଇପଡିଛି। ଘଟଣାସ୍ଥଳରେ ଧାମନଗର ପୋଲିସ ପହଞ୍ଚି ଅନୁସନ୍ଧାନ ଚଳାଇଛି। 
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.