ETV Bharat / state

ଭାରସାମ୍ୟ ହରାଇ ଓଲଟିଲା ଆମ୍ବୁଲାନ୍ସ; ଡ୍ରାଇଭର ଫେରାର - accident

ରୋଗୀ ନେଇ ଫେରୁଥିବା ଵେଳେ ଭାରସାମ୍ୟ ହରାଇ ଓଲଟିଲା ଆମ୍ବୁଲାନ୍ସ । ଘଟଣାସ୍ଥଳରୁ ଡ୍ରାଇଭର ଛୁ । ରୋଗୀଙ୍କ ସହ ସଂପର୍କୀୟ ମାନେ ଆହତ ଅବସ୍ଥାରେ ଭଦ୍ରକ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ।

ଭାରସାମ୍ୟ ହରାଇ ଓଲଟିଲା ଆମ୍ବୁଲାନ୍ସ, ଡ୍ରାଇଭର ଛୁ

author img

By

Published : Sep 26, 2020, 4:04 PM IST

ଭଦ୍ରକ: ରୋଗୀ ନେଇ ଫେରୁଥିବା ଵେଳେ ଭାରସାମ୍ୟ ହରାଇ ଓଲଟିଲା ଆମ୍ବୁଲାନ୍ସ । ଦୁର୍ଘଟଣାରେ 3 ଜଣଙ୍କ ଅବସ୍ଥା ଗୁରୁତର ହୋଇଥିବା ବେଳେ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି । ଘଟଣାସ୍ଥଳରୁ ଡ୍ରାଇଭର ଛୁ । ରୋଗୀଙ୍କ ସହ ସଂପର୍କୀୟ ମାନେ ଆହତ ଅବସ୍ଥାରେ ଭଦ୍ରକ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି।

ଭାରସାମ୍ୟ ହରାଇ ଓଲଟିଲା ଆମ୍ବୁଲାନ୍ସ, ଡ୍ରାଇଭର ଛୁ

ବାଲେଶ୍ବର ଜିଲ୍ଲା ଭୋଗରାଇ ବ୍ଲକ ନହରା ଅଞଳର ଭବଶଙ୍କର ମିଶ୍ର କଟକ ନିରୋଲୋଜି ବିଭାଗର ଡାକ୍ତରଙ୍କୁ ଦେଖାଇ ଘରକୁ ଫେରୁଥିଲେ। ଘରକୁ ଫେରୁଥିବା ଵେଳେ ୧୬ନଂ ଜାତୀୟ ରାଜପଥର ଭଦ୍ରକ ଜିଲ୍ଲା ରାହାଞ୍ଜ ଛକରେ ଆମ୍ବୁଲାନ୍ସଟି ଭାରସାମ୍ୟ ହରାଇ ଓଲଟି ପଡିଥିଲା । ରାସ୍ତା କଡରେ ସମସ୍ତେ ପଡିଥିବା ବେଳେ ଡ୍ରାଇଭର ଫେରାର ହୋଇଯାଇଛି ।

ତେବେ ରୋଗୀଙ୍କ ପରିବାର ଲୋକେ ଭଡାରେ କଟକରୁ ଆମ୍ବୁଲାନ୍ସ ନେଇ ଆସୁଥିଲେ । ଆହତଙ୍କ ନାମ ସୁଶାନ୍ତ ମିଶ୍ର , ସୁମନ୍ତ ମିଶ୍ର, ଶାନ୍ତି ଲତା ବୋଲି ସୂଚନା ମିଳିଛି । ସମସ୍ତ ଆହତ ଓ ଗୁରୁତର ଭଦ୍ରକ ଜିଲ୍ଲା ମୁଖ୍ୟ ଡାକ୍ତରଖାନା ରେ ଚିକିତ୍ସିତ ହେଉଛନ୍ତି।

ଭଦ୍ରକରୁ ଦେବାଶିଷ ମହାପାତ୍ର, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.