ETV Bharat / state

ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଉତ୍ତେଜନା - ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ

ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଉତ୍ତେଜନା । ବିଦ୍ୟୁତ ଆଘାତରେ ମୃତ ବ୍ୟକ୍ତିକୁ କଟକ ସ୍ଥାନାନ୍ତର ଦାବିରେ ଡାକ୍ତର ଓ କର୍ମଚାରୀଙ୍କୁ ଦୁର୍ବ୍ୟବହାର କରିଥିଲେ ସମ୍ପର୍କୀୟ । ଏହି ଘଟଣାରେ ପୋଲିସ ଦୁଇ ଜଣଙ୍କୁ ଅଟକ ରଖି ଅଧିକ ତଦନ୍ତ ଜାରି ରଖିଛି।

bhadrak-district-medical-tension-for-refer-of-dead-patient
ଫଟୋ ସୌଜନ୍ୟ : ସମ୍ବାଦଦାତା,ଭଦ୍ରକ
author img

By

Published : Dec 19, 2019, 5:33 PM IST

ଭଦ୍ରକ: ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଉତ୍ତେଜନା । ବିଦ୍ୟୁତ ଆଘାତ ପ୍ରାପ୍ତ ବ୍ୟକ୍ତିକୁ ଡାକ୍ତର ମୃତ ଘୋଷଣା କରିଥିଲେ । କିନ୍ତୁ ସମ୍ପର୍କୀୟ ମାନିବାକୁ ନାରାଜ ହୋଇ କଟକ ସ୍ଥାନାନ୍ତର ଦାବିରେ ଡାକ୍ତର ଓ କର୍ମଚାରୀଙ୍କୁ ଦୁର୍ବ୍ୟବହାର କରିଥିଲେ । ଭଦ୍ରକ ଟାଉନ ଥାନା ପୋଲିସ ପହଞ୍ଚି ସ୍ଥିତିକୁ ନିୟନ୍ତ୍ରଣ କରିଥିଲା । ଏହି ଘଟଣାରେ ପୋଲିସ ଦୁଇ ଜଣଙ୍କୁ ଅଟକ ରଖି ଅଧିକ ତଦନ୍ତ ଜାରି ରଖିଛି ।

ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଉତ୍ତେଜନା

ଭଦ୍ରକ ଜିଲ୍ଲା ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ବଳଭଦ୍ରପୁର ଚୁନିନନ୍ଦା ଗ୍ରାମର କୈଳାସ ପରିଡା ବିଦ୍ୟୁତ ଆଘାତରେ ଗୁରୁତର ଭାବେ ଆହତ ହୋଇଥିଲେ । ତାଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ଭର୍ତ୍ତି କରାଯାଇଥିଲା । କିନ୍ତୁ ଡ଼ାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । କଟକ ସ୍ଥାନାନ୍ତର ଦାବିରେ ସମ୍ପର୍କୀୟ ଡାକ୍ତର ଓ କର୍ମଚାରୀଙ୍କୁ ଦୁର୍ବ୍ୟବହାର କରିଥିଲେ । ଏହାକୁ ନେଇ ମେଡିକାଲରେ ପ୍ରବଳ ଉତ୍ତେଜନା ଦେଖା ଦେଇଥିଲା ।

ଭଦ୍ରକରୁ ଦେବାଶିଷ ମହାପାତ୍ର, ଇଟିଭି ଭାରତ

Intro:SLUG : MEDICAL TENSION
FORMAT : AVB
REPORT : DEBASIS MOHAPATRA / BHADRAK
DATE : 19.12.2019

ANCHOR : ଭଦ୍ରକ ଜିଲ୍ଲା ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ବଳଭଦ୍ରପୁର ଚୁନିନନ୍ଦା ଗ୍ରାମର କୈଳାସ ପରିଡା ବିଦ୍ୟୁତ ଆଘାତରେ ଗୁରୁତର ଭାବେ ଆହତ ହୋଇଥିଲେ। ପରେ ତାଙ୍କୁ ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ କୁ ସ୍ଥାନାନ୍ତରିତ କରାଯାଇଥିଲା। ସେଠାରେ ଡ଼ାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ହେଲେ ଡାକ୍ତର ମୃତ ଘୋଷଣା କରିଥିଲେ ମଧ୍ୟ ସମ୍ପର୍କୀୟ ମାନିବାକୁ ନାରାଜ ହୋଇ ତାଙ୍କୁ କଟକ ସ୍ଥାନାନ୍ତର ଦାବିରେ ଡାକ୍ତର ଓ କର୍ମଚାରୀ ଙ୍କୁ ଦୁର୍ବ୍ୟବହାର କରିଥିଲେ। ଏଥିସହ ଏହାକୁ ନେଇ ସେଠାରେ ଉତ୍ତେଜନା ଦେଖା ଦେଇଥିଲା। Body:ଖବର ପାଇ ଘଟଣାସ୍ଥଳରେ ଭଦ୍ରକ ଟାଉନ ଥାନା ପୁଲିସ ପହଞ୍ଚି ସ୍ଥିତିକୁ ନିୟନ୍ତ୍ରିତ କରିଥିଲା। ଏହି ଘଟଣା ରେ ପୁଲିସ ଦୁଇ ଜଣ ଙ୍କୁ ଅଟକ ରଖି ଅଧିକ ଅନୁସନ୍ଧାନ ଜାରୀ ରଖିଛି।
Bite : ସଂଗୀତା ବଳ_ଡାକ୍ତର
Conclusion:
ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.