ଭଦ୍ରକ: ଜିଲ୍ଲା ପ୍ରଶାସନ ପକ୍ଷରୁ ଆୟୋଜିତ ସାଂସ୍କୃତିକ ମହୋତ୍ସବ 'ଭଦ୍ରାୟନୀ'ର ଉଦଯାପନୀ ହୋଇଯାଇଛି । ଏହି ଶେଷ ସଂଧ୍ୟାରେ ଅନୁଷ୍ଠିତ ସଭାରେ ଜିଲ୍ଲାପାଳ ଜ୍ଞାନ ଦାସଙ୍କ ଅଧ୍ୟକ୍ଷତାରେ ମୁଖ୍ୟଅତିଥି ଭାବେ ବିରୋଧି ଦଳ ଉପନେତା ବିଷ୍ଣୁ ସେଠୀ ଓ ସମ୍ମାନିତ ଅତିଥି ଭାବେ ବିଧାୟକ ସଂଜିବ ମଲ୍ଲିକ ଯୋଗ ଦେଇଥିଲେ ।
ଶେଷରେ ବିଭିନ୍ନ ନାଟ୍ୟ ଅନୁଷ୍ଠାନ ପକ୍ଷରୁ ଚିତାକର୍ଷକ ନୃତ୍ୟ ଓ ସଙ୍ଗୀତ ପରିବେଷଣ କରାଯାଇଥିଲା । ଯାହାକୁ ଦର୍ଶକ ମାନେ ବେଶ ଉପଭୋଗ କରିଥିଲେ ।
ଭଦ୍ରକରୁ ଦେବାଶିଷ ମହାପାତ୍ର, ଇଟିଭି ଭାରତ