ETV Bharat / state

‘ମୋ କଲେଜ’ ଅଭିଯାନର ଶୁଭାରମ୍ଭ ସହ ପୋର୍ଟାଲ ଉନ୍ମୋଚନ କଲେ ନବୀନ

author img

By

Published : Mar 22, 2021, 9:18 AM IST

‘ମୋ କଲେଜ’ ଅଭିଯାନର ଶୁଭାରମ୍ଭ କରିବା ସହ ପୋର୍ଟାଲ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭଦ୍ରକରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ‘ମୋ କଲେଜ’ ଅଭିଯାନର ଶୁଭାରମ୍ଭ କରିଛନ୍ତି । ଅଧିକ ପଢନ୍ତୁ...

‘ମୋ କଲେଜ’ ଅଭିଯାନର ଶୁଭାରମ୍ଭ ସହ ପୋର୍ଟାଲ ଉନ୍ମୋଚନ କଲେ ନବୀନ
‘ମୋ କଲେଜ’ ଅଭିଯାନର ଶୁଭାରମ୍ଭ ସହ ପୋର୍ଟାଲ ଉନ୍ମୋଚନ କଲେ ନବୀନ

ଭଦ୍ରକ: ‘ମୋ କଲେଜ’ ଅଭିଯାନର ଶୁଭାରମ୍ଭ କରିବା ସହ ପୋର୍ଟାଲ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭିଡିଓ କନଫରେନ୍ସିଂ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ‘ମୋ କଲେଜ’ ଅଭିଯାନର ଶୁଭାରମ୍ଭ କରିଛନ୍ତି । ଗତକାଲି(ରବିବାର) ଏହି ପ୍ରରିପେକ୍ଷୀରେ ଭଦ୍ରକ ସ୍ବୟଂ ଶାସିତ ମହାବିଦ୍ୟାଳୟରେ ଏକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏଥିରେ ଭଦ୍ରକ ବିଧାୟକ, କଲେଜ ଅଧ୍ୟକ୍ଷଙ୍କ ସମେତ କଲେଜର ବହୁ ଛାତ୍ର ଛାତ୍ରୀ ସାମିଲ ହୋଇଥିଲେ।

‘ମୋ ସ୍କୁଲ୍’ ଭଳି ‘ମୋ କଲେଜ’ ଅଭିଯାନ ମାଧ୍ୟମରେ ପୁରାତନ ଛାତ୍ରଛାତ୍ରୀ ସହାୟତା ଦେଇପାରିବେ । ଏହାସହ ‘ମୋ କଲେଜ’ ଅଭିଯାନ ଦ୍ବାରା ବିଶ୍ବର ଯେକୌଣସି ସ୍ଥାନରେ ଥିବା ବ୍ୟକ୍ତି ବିଶେଷ କଲେଜ ସହ ଯୋଡ଼ି ହୋଇପାରିବେ । ତେବେ ‘ମୋ ସ୍କୁଲ’ ଭଳି ‘ମୋ କଲେଜ’ ଅଭିଯାନ ସଫଳ ହେବ ବୋଲି ଆଶା ପ୍ରକାଶ ପାଇଛି।

ଭଦ୍ରକରୁ ଦେବାଶିଷ ମହାପାତ୍ର, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.