ETV Bharat / state

ଆବାସ ଯୋଜନାରେ ଅନିୟମିତତା ଅଭିଯୋଗ, କାର୍ଯ୍ୟାନୁଷ୍ଠାନ ପାଇଁ ଦାବି

ଭଦ୍ରକ ବନ୍ତ ବ୍ଲକରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଓ ବିଜୁ ପକ୍କା ଘର ହିତାଧିକାରୀ ଚୟନ ପ୍ରକ୍ରିୟାରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଥିଲା । ପ୍ରତିବାଦ ପରେ ହିତାଧିକାରୀଙ୍କୁ ଦୋଷୀ ଅଧିକାରୀଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ପ୍ରତିଶ୍ରୁତି ମିଳିଛି ।

ଫଟୋ ସୌଜନ୍ୟ: ସମ୍ବାଦଦାତା, ଭଦ୍ରକ
author img

By

Published : Oct 12, 2019, 5:31 AM IST

ଭଦ୍ରକ: ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଓ ବିଜୁ ପକ୍କା ଘର ହିତାଧିକାରୀ ଚୟନ ପ୍ରକ୍ରିୟାରେ ଅନିୟମିତା ହୋଇଥିବା ଅଭିଯୋଗ ହୋଇଥିଲା । ପରେ ସିପିଆଇ ପକ୍ଷରୁ ଘଟଣାର ତଦନ୍ତ ଦାବି କରାଯାଇଥିଲା । ବନ୍ତ ବ୍ଲକ ଅନ୍ତର୍ଗତ ରାମଚନ୍ଦ୍ରପୁର ପଞ୍ଚାୟତରେ ବ୍ୟାପକ ଅନିୟମିତତା ହୋଇଥିବା କଥା ସାମ୍ନାକୁ ଆସିଛି । ଏନେଇ ଶତାଧିକ ହିତାଧିକାରୀ ବ୍ଳକ କାର୍ଯ୍ୟାଳୟରେ ପହଞ୍ଚି ପ୍ରତିବାଦ କରିଥିଲେ ।

ଭିଡିଓ ସୌଜନ୍ୟ: ସମ୍ବାଦଦାତା, ଭଦ୍ରକ

ତେବେ ହିତାଧିକାରୀଙ୍କ ଉପସ୍ଥିତିରେ ତଦନ୍ତ ରିପୋର୍ଟକୁ ଆଧାର କରି ଅନିୟମିତତା ହୋଇଥିବା ସ୍ପଷ୍ଟ ହୋଇଛି । ଏହାପରେ ଦୋଷୀ ଅଧିକାରୀ ମାନଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ହିତାଧିକାରୀଙ୍କୁ ପ୍ରତିଶ୍ରୁତି ମିଳିଛି । ମାତ୍ର ଏନେଇ ଗଣମାଧ୍ୟମକୁ ପ୍ରଶାସନ ପକ୍ଷରୁ କୌଣସି ପ୍ରତିକ୍ରିୟା ପ୍ରକାଶ କରାଯାଇନାହିଁ ।

ଭଦ୍ରକରୁ ଦେବାଶିଷ ମହାପାତ୍ର, ଇଟିଭି ଭାରତ

Intro:SLUG : INQUIRE ASSURANCE
FORMAT : AVO
REPORT : DEBASIS MOHAPATRA / BHADRAK
DATE : 11.10.2019

ANCHOR : ସି ପି ଆଇ ପକ୍ଷରୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଓ ବିଜୁ ପକ୍କା ଘର ହିତାଧିକାରୀ ଚୟନ ପ୍ରକ୍ରିୟାରେ ବନ୍ତ ବ୍ଲକ ଅନ୍ତର୍ଗତ ରାମଚନ୍ଦ୍ରପୁର ପଞ୍ଚାୟତ ରେ ହୋଇଥିବା ଅନିୟମିତତା ର ପ୍ରତିବାଦ ପରେ ଚେତଲା ପ୍ରଶାସନ। Body:ଆଜି ବନ୍ତ ବ୍ଲକ ପରିସରରେ ହିତାଧିକାରୀ ଙ୍କ ଉପସ୍ଥିତିରେ ବିଭାଗୀୟ ଅଧିକାରୀ ତଦନ୍ତ କରିବା ପରେ ତଦନ୍ତ ରିପୋର୍ଟ କୁ ଆଧାର କରି ଦୋଷୀ ଅଧିକାରୀ ମାନଙ୍କ ବିରୁଦ୍ଧରେ କାଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ପ୍ରତିଶ୍ରୁତି ଦେଇଥିବା ସୂଚନା ମିଳିଛି। ହେଲେ ଏନେଇ ଗଣମାଧ୍ୟମ କୁ ପ୍ରଶାସନ ପକ୍ଷରୁ କୌଣସି ପ୍ରତିକ୍ରିୟା ପ୍ରକାଶ କରାଯାଇନାହିଁ। Conclusion:
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.