ETV Bharat / state

ପ୍ରଧାନମନ୍ତ୍ରୀ ଆବାସ ଯୋଜନାକୁ ନେଇ ତେଜୁଛି ପ୍ରତିବାଦ, ବିଜେପି ପରେ ସିପିଆଇର ବିକ୍ଷୋଭ

author img

By

Published : Oct 10, 2019, 9:24 PM IST

ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଚୟନକୁ ନେଇ ଏବେ ରାଜ୍ୟ ସରକାରଙ୍କୁ ଘେରିଛି ସିପିଆଇ । ଏନେଇ ଗୁରୁବାର ସିପିଆଇ ପକ୍ଷରୁ ଭଦ୍ରକ ଜିଲ୍ଲା ବନ୍ତ ବ୍ଲକ ସମ୍ମୁଖରେ ବିକ୍ଷୋଭ କରାଯାଇଛି ।

ପ୍ରଧାନମନ୍ତ୍ରୀ ଆବାସ ଯୋଜନାକୁ ନେଇ ସିପିଆଇର ପ୍ରତିବାଦ

ଭଦ୍ରକ: ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଚୟନକୁ ନେଇ ରାଜ୍ୟ ବିଜେପି ପରେ ଏବେ ସିପିଆଇ ମଧ୍ୟ ଘେରିଛି ରାଜ୍ୟ ସରକାରଙ୍କୁ । ଭଦ୍ରକରେ ହିତାଧିକାରୀ ଚୟନରେ ହୋଇଥିବା ଅନିୟମିତତାର ପ୍ରତିବାଦ କରିଛି ସିପିଆଇ ।

ପ୍ରଧାନମନ୍ତ୍ରୀ ଆବାସ ଯୋଜନାକୁ ନେଇ ସିପିଆଇର ପ୍ରତିବାଦ

ସୂଚନାନୁୟାୟୀ, ଭଦ୍ରକ ଜିଲ୍ଲା ବନ୍ତ ବ୍ଲକ ଅନ୍ତର୍ଗତ ରାମଚନ୍ଦ୍ରପୁର ପଞ୍ଚାୟତରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଓ ବିଜୁ ପକ୍କା ଘର ଯୋଜନା ହିତାଧିକାରୀ ଚୟନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି । ଏହାର ପ୍ରତିବାଦରେ ସିପିଆଇ ପକ୍ଷରୁ ବନ୍ତ ବ୍ଲକ ସମ୍ମୁଖରେ ବିକ୍ଷୋଭ କରାଯାଇଛି ।

ଦଳ ପକ୍ଷରୁ ବନ୍ତ ବଜାର ପରିକ୍ରମା କରିବା ପରେ ବ୍ଲକ ସମ୍ମୁଖରେ ପହଞ୍ଚି ଧାରଣା ଦିଆଯାଇଥିଲା । ଆଗାମୀ ଦିନରେ ଏନେଇ ପ୍ରଶାସନ ପକ୍ଷରୁ ବିହୀତ ପଦକ୍ଷେପ ଗ୍ରହଣ କରା ନଗଲେ ଆନ୍ଦୋଳନ ଆହୁରି ତୀବ୍ର ହେବ ବୋଲି ଦଳ ପକ୍ଷରୁ ଚେତାବନୀ ଦିଆଯାଇଛି ।

ଭଦ୍ରକରୁ ଦେବାଶିଷ ମହାପାତ୍ର, ଇଟିଭି ଭାରତ

Intro:SLUG : PRADHAN MANTRI ABASA
FORMAT : AVO
REPORT : DEBASIS MOHAPATRA / BHADRAK
DATE : 10.10.2019

ANCHOR : ପ୍ରଧାନମନ୍ତ୍ରୀ ଆବାସ ଯୋଜନା ହିତାଧିକାରୀ ଚୟନ ରେ ହୋଇଥିବା ଅନିୟମିତତା ର ପ୍ରତିବାଦ କରିଛି ସି ପି ଆଇ। ସୂଚନା ଅନୁଯାୟୀ ଭଦ୍ରକ ଜିଲ୍ଲା ବନ୍ତ ବ୍ଲକ ଅନ୍ତର୍ଗତ ରାମଚନ୍ଦ୍ରପୁର ପଞ୍ଚାୟତ ରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଓ ବିଜୁ ପକ୍କା ଘର ଯୋଜନା ହିତାଧିକାରୀ ଚୟନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। Body:ଏହାର ପ୍ରତିବାଦରେ ସି ପି ଆଇ ପକ୍ଷରୁ ବନ୍ତ ବ୍ଲକ ସମ୍ମୁଖରେ ବିକ୍ଷୋଭ କରାଯାଇଛି। ଦଳ ପକ୍ଷରୁ ବନ୍ତ ବଜାର ପରିକ୍ରମା କରିବା ପରେ ବ୍ଲକ୍ ସମ୍ମୁଖ ରେ ପହଞ୍ଚି ଧାରଣା ଦିଆଯାଇଥିଲା। ଆଗାମୀ ଦିନରେ ଏନେଇ ପ୍ରଶାସନ ପକ୍ଷରୁ ବିହୀତ ପଦକ୍ଷେପ ଗ୍ରହଣ କରନଗଲେ ଆନ୍ଦୋଳନ ଆହୁରି ତୀବ୍ର ହେବ ବୋଲି ଦଳ ପକ୍ଷରୁ ଚେତାବନି ଦିଆଯାଇଛି। Conclusion:
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.