ETV Bharat / state

ଆସୁଛି ବାତ୍ୟା ! ଆଶ୍ରୟସ୍ଥଳୀର ତଦାରଖ କଲେ ଭଦ୍ରକ ଜିଲ୍ଲାପାଳ - ଭଦ୍ରକ ଜିଲ୍ଲାପାଳ ବାତ୍ୟା ଆଶ୍ରୟସ୍ଥଳୀ ଗସ୍ତ

ଭଦ୍ରକ ଜିଲ୍ଲାପାଳଙ୍କ ବିଭିନ୍ନ ବାତ୍ୟା ଆଶ୍ରୟସ୍ଥଳୀ ଗସ୍ତ। ଏହି ସମୟରେ ବାତ୍ୟା ଆଶ୍ରୟସ୍ଥଳୀରେ ସମ୍ଭାବ୍ୟ ବାତ୍ୟାକୁ ନେଇ ଚାଲିଥିବା ପ୍ରସ୍ତୁତିର ତଦାରଖ କଲେ ଭଦ୍ରକ ଜିଲ୍ଲାପାଳ ଜ୍ଞାନ ଦାସ। ଅଧିକ ପଢନ୍ତୁ...

ଜିଲ୍ଲାପାଳଙ୍କ ବିଭିନ୍ନ ବାତ୍ୟା ଆଶ୍ରୟସ୍ଥଳୀ ଗସ୍ତ

author img

By

Published : May 21, 2021, 3:35 PM IST

ଭଦ୍ରକ: ଭଦ୍ରକ ଜିଲ୍ଲାପାଳଙ୍କ ବିଭିନ୍ନ ବାତ୍ୟା ଆଶ୍ରୟସ୍ଥଳୀ ଗସ୍ତ। ଏହି ସମୟରେ ବାତ୍ୟା ଆଶ୍ରୟସ୍ଥଳୀରେ ସମ୍ଭାବ୍ୟ ବାତ୍ୟାକୁ ନେଇ ଚାଲିଥିବା ପ୍ରସ୍ତୁତିର ତଦାରଖ କଲେ ଭଦ୍ରକ ଜିଲ୍ଲାପାଳ ଜ୍ଞାନ ଦାସ।

ଜିଲ୍ଲାପାଳଙ୍କ ବିଭିନ୍ନ ବାତ୍ୟା ଆଶ୍ରୟସ୍ଥଳୀ ଗସ୍ତ

ସୂଚନା ଅନୁଯାୟୀ, କିଛି ବାତ୍ୟା ଆଶ୍ରୟସ୍ଥଳୀକୁ ଜିଲ୍ଲାପାଳ ବିଭାଗୀୟ ଅଧିକାରୀ ମାନଙ୍କ ସହ ପ୍ରତ୍ୟକ୍ଷ ଭାବେ ଯାଇ ତଦାରଖ କରିଥିଲେ। ମୁଖ୍ୟତଃ ଚାନ୍ଦବାଲି ଓ ବାସୁଦେବପୁର ବ୍ଲକର ସମୁଦ୍ର କୂଳରେ ଥିବା ବହୁମୁଖୀ ବାତ୍ୟା ଆଶ୍ରୟସ୍ଥଳୀ ମାନଙ୍କରେ ଶୌଚାଳୟ, ପାଣି, ବିଦ୍ୟୁତ ଓ ଖାଦ୍ୟର ବ୍ୟବସ୍ଥା କିପରି କରାଯାଇଛି ସେନେଇ ଗ୍ରାଉଣ୍ଡ ଜିରୋରେ ସମୀକ୍ଷା କରିଥିଲେ ଜିଲ୍ଲାପାଳ। ଏଥିସହ ଉଦ୍ଧାର କାର୍ଯ୍ୟ ନେଇ ଉପକରଣ ଗୁଡିକୁ ତୁରନ୍ତ ବ୍ୟବସ୍ଥିତ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲାପାଳ।

ଭଦ୍ରକରୁ ଦେବାଶିଷ ମହାପାତ୍ର, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.