ETV Bharat / state

ନଦୀପଠାରୁ ନବଜାତର ମୃତଦେହ ଉଦ୍ଧାର

author img

By

Published : Nov 13, 2019, 5:54 PM IST

ସରମଙ୍ଗା ନଦୀଘାଟର ସାଳନ୍ଦୀ ସେତୁ ନିକଟରୁ ଏକ ନବଜାତ ଶିଶୁକନ୍ୟାର ମୃତଦେହ ଉଦ୍ଧାର କରାଯାଇଛି ।

ଫଟୋ ସୌଜନ୍ୟ: ସମ୍ବାଦଦାତା, ଭଦ୍ରକ

ଭଦ୍ରକ: ଓଲଙ୍ଘ ଗ୍ରାମପଞ୍ଚାୟତ ଅନ୍ତର୍ଗତ ସରମଙ୍ଗା ନଦୀଘାଟର ସାଳନ୍ଦୀ ସେତୁ ନିକଟରୁ ଏକ ନବଜାତ ଶିଶୁକନ୍ୟାର ମୃତଦେହ ଉଦ୍ଧାର କରାଯାଇଛି । ଭଦ୍ରକ ଗ୍ରାମାଞ୍ଚଳ ପୋଲିସ ମୃତଦେହକୁ ଉଦ୍ଧାର କରିବା ସହ ବ୍ୟବଚ୍ଛେଦ ପାଇଁ ପଠାଇଛି। ଏନେଇ ଏକ ଅପମୃତ୍ୟୁ ମାମଲା ରୁଜୁ କରି ପୁଲିସ ତଦନ୍ତ ଆରମ୍ଭ କରିଛି। ମୃତ ଶିଶୁ କେମିତି ଆସିଲା ସେ ନେଇ କୌଣସି ସ୍ପଷ୍ଟ ସୂଚନା ମିଳିପାରିନାହିଁ।

ଭିଡିଓ ସୌଜନ୍ୟ: ସମ୍ବାଦଦାତା, ଭଦ୍ରକ

ଭଦ୍ରକରୁ ଦେବାଶିଷ ମହାପାତ୍ର, ଇଟିଭି ଭାରତ

Intro:SLUG : DEAD BODY
FORMAT : AVO
REPORT : DEBASIS MOHAPATRA / BHADRAK
DATE : 13.11.2019

ANCHOR : ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧିନସ୍ଥ ଓଲଙ୍ଘ ଗ୍ରାମପଞ୍ଚାୟତର ସରମଙ୍ଗା ନଦୀ ଘାଟ ଗୋବିନ୍ଦପୁର ସାଳନ୍ଦୀ ସେତୁ ନିକଟରେଏକ ନବ ଜାତ ଶିଶୁ କନ୍ୟାର ମୃତଦେହ ଭାସୁଥିବା ଦେଖିବାକୁ ମିଳିଥିଲା। ଖବରପାଇ ଗ୍ରାମାଞ୍ଚଳ ପୋଲିସ ପହଞ୍ଚି ଶବଟିକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ମୁଖ୍ୟଚିକିସାଳୟ କୁ ପଠାଇଛି। ମୃତ ଶିଶୁ କେମିତି ଆସିଲା ସେ ନେଇ କୌଣସି ସ୍ପଷ୍ଟ ସୂଚନା ମିଳିପାରିନାହିଁ। Body:ଏନେଇ ଏକ ଅପମୃତ୍ୟୁ ମାମଲା ରୁଜୁ କରି ପୁଲିସ ତଦନ୍ତ ଆରମ୍ଭ କରିଛି।Conclusion:
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.