ETV Bharat / state

ଭଦ୍ରକ  ମୁଢ଼ି ଫ୍ୟାକ୍ଟ୍ରିରେ ଅଗ୍ନିକାଣ୍ଡ

ଭଦ୍ରକ  ମୁଢ଼ି ଫ୍ୟାକ୍ଟ୍ରିରେ ଅଗ୍ନିକାଣ୍ଡ । ଭଣ୍ଡାରିପୋଖରୀ ବ୍ଲକରେ ଥିବା ନାଆଁମୀ ପଞ୍ଚାୟତ ଅନ୍ତର୍ଗତ ଭୁଆଳଗଡ଼ିଆ ସ୍ଥିତ ଏକ ମୁଢ଼ି ଫ୍ୟାକ୍ଟ୍ରିରେ ଅଗ୍ନିକାଣ୍ଡ ଘଟିଛି।

ଫଟୋ ସୌଜନ୍ୟ: ସମ୍ବାଦଦାତା, ଭଦ୍ରକ
author img

By

Published : Jun 19, 2019, 3:51 PM IST

ଭଦ୍ରକ: ଭଦ୍ରକ ମୁଢ଼ି ଫ୍ୟାକ୍ଟ୍ରିରେ ଅଗ୍ନିକାଣ୍ଡ ଘଟିଥିବା ଜଣାପଡିଛି । ଜିଲ୍ଲା ଭଣ୍ଡାରିପୋଖରୀ ବ୍ଲକରେ ଥିବା ନାଆଁମୀ ପଞ୍ଚାୟତ ଅନ୍ତର୍ଗତ ଭୁଆଳଗଡ଼ିଆ ସ୍ଥିତ ଏକ ମୁଢ଼ି ଫ୍ୟାକ୍ଟ୍ରିରେ ଅଗ୍ନିକାଣ୍ଡ ଘଟିଛି । ଏହି ଅଗ୍ନିକାଣ୍ଡରେ ଲକ୍ଷ୍ୟାଧିକ ଟଙ୍କାର ସମ୍ପତ୍ତି ପୋଡି ପାଉଁଶ ହୋଇଥିବା ଜଣାପଡିଛି ।

ଭିଡିଓ ସୌଜନ୍ୟ: ସମ୍ବାଦଦାତା, ଭଦ୍ରକ

ସୂଚନା ଅୁଯାୟୀ, ବୁଧବାର କୌଣସି କାରଣ ବଶତଃ ଭୁଆଳଗଡ଼ିଆ ସ୍ଥିତ ଏକ ମୁଢ଼ି ଫ୍ୟାକ୍ଟ୍ରିରେ ନିଆଁ ଲାଗିଯାଇଥିଲା । ତେବେ ଘଟଣା ଜଣାପଡିବା ପରେ ସ୍ଥାନୀୟ ଲୋକେ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ । ଏହାପରେ ଦମକଳବାହୀନି ଘଟଣା ସ୍ଥଳରେ ପହଁଚି ନିଆଁକୁ ଆୟତ୍ତ କରିଛନ୍ତି । କିନ୍ତୁ ଏହି ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡି ପାଉଁଶ ହୋଇଥିବା ଜଣାପଡିଥିବା ବେଳେ ନିଆଁ ଲାଗିବାର ପ୍ରକୃତ କାରଣ ଅସ୍ପଷ୍ଟ ରହିଛି ।

ଭଦ୍ରକରୁ ଦେବାଶିଷ ମହାପାତ୍ର, ଇଟିଭି ଭାରତ

Intro:ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀ ବ୍ଲକ ରେ ଅଗ୍ନିକାଣ୍ଡ।Body:ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀ ବ୍ଲକ ରେ ଅଗ୍ନିକାଣ୍ଡ। ସୂଚନା ଅନୁଯାୟୀ ଭଣ୍ଡାରିପୋଖରୀ ବ୍ଲକ ନାଆଁମୀ ପଞ୍ଚାୟତ ଅନ୍ତର୍ଗତ ଭୁଆଳଗଡ଼ିଆ ସ୍ଥିତ ଏକ ମୁଢ଼ି ଫ୍ୟାକ୍ଟ୍ରିରେ ଅଗ୍ନିକାଣ୍ଡ ଘଟିଛି। ଫଳରେ ଲକ୍ଷ୍ୟାଧିକ ଟଙ୍କାର ସମ୍ପତ୍ତି ପୋଡି ପାଉଁଶ ହୋଇଯାଇଛି। ଭଣ୍ଡାରିପୋଖରୀ ଦମକଳ ପହଁଚି ନିଆଁ କୁ ଆୟତ୍ତ କରିଛି। ହେଲେ ଏହି ଅଗ୍ନିକାଣ୍ଡ ର କାରଣ ସ୍ପଷ୍ଟ ହୋଇନାହିଁ।Conclusion:ଭଣ୍ଡାରିପୋଖରୀ ଦମକଳ ପହଁଚି ନିଆଁ କୁ ଆୟତ୍ତ କରିଛି। ହେଲେ ଏହି ଅଗ୍ନିକାଣ୍ଡ ର କାରଣ ସ୍ପଷ୍ଟ ହୋଇନାହିଁ।

For All Latest Updates

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.