ETV Bharat / state

ଭଣ୍ଡାରିପୋଖରୀ ନିର୍ବାଚନ ମଣ୍ଡଳୀରେ ବିଜେଡିର ଜନ ସମ୍ପର୍କ ପଦଯାତ୍ରା

author img

By

Published : Oct 12, 2019, 9:35 PM IST

ଭଣ୍ଡାରିପୋଖରୀ ନିର୍ବାଚନ ମଣ୍ଡଳୀରେ ବିଜୁ ଜନତା ଦଳ ତରଫରୁ ଜନ ସମ୍ପର୍କ ପଦଯାତ୍ରା । ମୁଖ୍ୟ ଅତିଥି ଭାବେ ବିଧାୟକଙ୍କ ପ୍ରତିନିଧି ପ୍ରୟାସ କ୍ରାନ୍ତି ସାମିଲ ଯୋଗ ଦେଇଥିଲେ ।

ଫଟୋ ସୌଜନ୍ୟ : ସମ୍ବାଦଦାତା, ଭଦ୍ରକ

ଭଦ୍ରକ: ଭଣ୍ଡାରିପୋଖରୀ ନିର୍ବାଚନ ମଣ୍ଡଳୀରେ ତୋଡଙ୍ଗା ପଞ୍ଚାୟତରେ ବିଜୁ ଜନତା ଦଳ ପକ୍ଷରୁ ଜନ ସମ୍ପର୍କ ପଦଯାତ୍ରା ଆୟୋଜିତ ହୋଇଯାଇଛି । ଏହି ଜନ ସମ୍ପର୍କ ପଦଯାତ୍ରା କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବିଧାୟକଙ୍କ ପ୍ରତିନିଧି ପ୍ରୟାସ କ୍ରାନ୍ତି ସାମଲ ଯୋଗ ଦେଇଛନ୍ତି ।

ଭଣ୍ଡାରିପୋଖରୀ ନିର୍ବାଚନମଣ୍ଡଳୀରେ ଜନ ସମ୍ପର୍କ ପଦଯାତ୍ରା

ପଞ୍ଚାୟତର ଦଳୀୟ କର୍ମୀମାନଙ୍କୁ ନେଇ ତୋଡଙ୍ଗା ଗୋଷ୍ଠୀକେନ୍ଦ୍ରରୁ ଉକ୍ତ ଜନ ସଂପର୍କ ପଦଯାତ୍ରା ବାହାରି ବିଭିନ୍ନ ଗ୍ରାମ ପରିକ୍ରମା କରିଛି । ଏହା ପରେ ତୋଡଙ୍ଗା ନୋଡାଲ ସ୍କୁଲ ପରିସରରେ ଥିବା ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରାଯାଇଥିଲା। ଏହି ପଦଯାତ୍ରା କାର୍ଯ୍ୟକ୍ରମରେ ପଞ୍ଚାୟତର ସମସ୍ତ ଦଳୀୟ କର୍ମୀ ଉପସ୍ଥିତ ଥିଲେ।

ଭଦ୍ରକରୁ ଦେବାଶିଷ ମହାପାତ୍ର, ଇଟିଭି ଭାରତ

Intro:SLUG : PADAJATRA
FORMAT : AVO
REPORT : DEBASIS MOHAPATRA / BHADRAK
DATE : 12.10.2019

ANCHOR : ଭଣ୍ଡାରିପୋଖରୀ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ତୋଡଙ୍ଗା ପଞ୍ଚାୟତ ରେ ବିଜୁ ଜନତା ଦଳ ତରଫରୁ ଜନ ସମ୍ପର୍କ ପଦଯାତ୍ରା ଆୟୋଜିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ବିଧାୟକ ଙ୍କ ପ୍ରତିନିଧି ପ୍ରୟାସ କ୍ରାନ୍ତି ସାମଲ ଯୋଗଦେଇଥିଲେ। Body:ଏହି ପରିପ୍ରେକ୍ଷୀରେ ପଞ୍ଚାୟତ ର ଦଳୀୟ କର୍ମୀମାନଙ୍କୁ ନେଇ ତୋଡଙ୍ଗା ଗୋଷ୍ଠୀ କେନ୍ଦ୍ର ଠାରୁ ଉକ୍ତ ଜନ ସଂପର୍କ ପଦଯାତ୍ରା ବାହାରି ବିଭିନ୍ନ ଗ୍ରାମ ପରିକ୍ରମା କରିବା ପରେ ତୋଡଙ୍ଗା ନୋଡାଲ ସ୍କୁଲ ପରିସରରେ ଥିବା ମହାତ୍ମାଗାନ୍ଧୀଙ୍କ ପ୍ରତିମୂତ୍ତିର୍ରେ ପୁଷ୍ପମାଲ୍ଯ ଅର୍ପଣ କରାଯାଇଥିଲା। ଏହିଅବସର ପଞ୍ଚାୟତର ସମସ୍ତ ଦଳୀୟ କର୍ମୀ ମାନେ ଉପସ୍ଥିତ ଥିଲେ। Conclusion:
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.