ETV Bharat / state

ମା ଭଦ୍ରକାଳୀଙ୍କ ଜଗଦ୍ଧାତ୍ରୀ ବେଶ

author img

By

Published : Oct 31, 2019, 1:25 PM IST

ମା ଭଦ୍ରକାଳୀ ପଞ୍ଚମ ଦିନରେ ଆଜି ମା ଜଗଦ୍ଧାତ୍ରୀ ବେଶରେ ଭକ୍ତମାନଙ୍କୁ ଦର୍ଶନ ଦେଉଛନ୍ତି। ମାଙ୍କର ଏହି ବେଶ ଦର୍ଶନ କରିବା ପାଇଁ ଶ୍ରଦ୍ଧାଳୁଙ୍କ ନାହିଁନଥିବା ଭିଡ ।

ଫଟୋ ସୌଜନ୍ୟ : ସମ୍ବାଦଦାତା, ଭଦ୍ରକ

ଭଦ୍ରକ: ମା ଭଦ୍ରକାଳୀଙ୍କ ସପ୍ତମାତୃକା ବେଶର ପଞ୍ଚମ ଦିନରେ ଆଜି ମା ଜଗଦ୍ଧାତ୍ରୀ ବେଶରେ ଭକ୍ତମାନଙ୍କୁ ଦର୍ଶନ ଦେଉଛନ୍ତି। ମାଙ୍କର ଏହି ବେଶ ଦର୍ଶନ କରିବା ପାଇଁ ଶ୍ରଦ୍ଧାଳୁଙ୍କ ଭିଡ଼ ଲାଗିଛି।

ଭିଡିଓ ସୌଜନ୍ୟ : ସମ୍ବାଦଦାତା,ଭଦ୍ରକ

ଜଗଦ୍ଧାତ୍ରୀ ବେଶରେ ମା'ଙ୍କର ଆଜି ବାଘ ବାହନ ଥିବା ବେଳେ ମୁଖ ମଣ୍ଡଳ କୃଷ୍ଣବର୍ଣ୍ଣ ଥିଲା । ମା ନାଲିପାଟ ବସ୍ତ୍ର ପରିଧାନ କରିଥିବା ବେଳେ ସ୍ବର୍ଣ୍ଣ ରୌପ୍ୟ ଅଳଙ୍କାରରେ ଭୂଷିତ ହୋଇଛନ୍ତି। ମା ହସ୍ତରେ ଶଙ୍ଖ, ଚକ୍ର, ଗଦା, ଖଡ୍ଗ ଧାରଣ କରି ଚତୁର୍ଦ୍ଧା ମୂର୍ତ୍ତିରେ ପ୍ରକଟ ହୋଇଛନ୍ତି। ଭକ୍ତମାନେ ପୀଠରେ ଚାଲିଥିବା ଯଜ୍ଞ, ହୋମ ମଧ୍ୟ ଦର୍ଶନ କରିଛନ୍ତି। ଜଗଦ୍ଧାତ୍ରୀ ବେଶରେ ମା ଙ୍କୁ ଦର୍ଶନ କଲେ ଭକ୍ତର ମାନସିକ ପୂରଣ ହୁଏ ବୋଲି ଦୃଢ଼ ବିଶ୍ବାସ ରହିଛି। ଆଦ୍ୟାଶକ୍ତି ମା ଭଦ୍ରକାଳୀ ସୃଷ୍ଟିର ସମସ୍ତ ଶକ୍ତିର ଅଧିକାରିଣୀ ଜଗତର ପାଳନ କର୍ତ୍ତା। ସମସ୍ତ ଜୀବ ଜଗତ, ପ୍ରାଣୀ ଜଗତ ତଥା ଉଦ୍ଭିଦ ଜଗତ, ଜଳ, ସ୍ଥଳ ସର୍ବତ୍ର ତାଙ୍କର ସତ୍ତା ଉପଲବ୍ଧି ହେଉଛି।

ଆସନ୍ତାକାଲି ମା ପଦ୍ମାସନା ହଂସ ବାହନରେ ମହା ସରସ୍ବତୀ ବେଶରେ ଦର୍ଶନ ଦେବେ। ମାଆଙ୍କ ଦର୍ଶନ ପାଇଁ ଭଦ୍ରକ ତଥା ଭଦ୍ରକ ବାହାରୁ ଭକ୍ତ ମାନେ ଏଠାକୁ ଛୁଟି ଆସନ୍ତି। ମାଆଙ୍କ କରୁଣା ଭିକ୍ଷା କରନ୍ତି।

ଭଦ୍ରକରୁ ଦେବାଶିଷ ମହାପାତ୍ର, ଇଟିଭି ଭାରତ

Intro:SLUG : JAGADHATRI BESA
FORMAT : DEFFORD
REPORT : DEBASIS MOHAPATRA / BHADRAK
DATE : 31.10.2019

ANCHOR : ମା ଭଦ୍ରକାଳୀଙ୍କ ସପ୍ତମାତୃକା ବେଶର ପଞ୍ଚମ ଦିନରେ ଆଜି ମା ଜଗଦ୍ଧାତ୍ରୀ ବେଶରେ ଭକ୍ତମାନଙ୍କୁ ଦର୍ଶନ ଦେଉଛନ୍ତି। ମାଙ୍କର ଏହି ବେଶ ଦର୍ଶନ କରିବା ପାଇଁ ଶ୍ରଦ୍ଧାଳୁଙ୍କ ଭିଡ଼ ଲାଗିଛି। ଜଗଦ୍ଧାତ୍ରୀ ବେଶରେ ମା ଙ୍କର ଆଜି ବାଘ ବାହନ ଥିବା ବେଳେ ମୁଖ ମଣ୍ଡଳ କୃଷ୍ଣ ବର୍ଣ୍ଣ ଥିଲା । ମା ନାଲି ପାଟ ବସ୍ତ୍ର ପରିଧାନ କରିଥିବା ବେଳେ ସ୍ୱର୍ଣ୍ଣ ରୌପ୍ୟ ଅଳଙ୍କାରରେ ଭୂଷିତ ହୋଇଛନ୍ତି। ମା ହସ୍ତରେ ଶଙ୍ଖ, ଚକ୍ର, ଗଦା, ଖଡ୍ଗ ଧାରଣ କରି ଚତୁର୍ଦ୍ଧା ମୂର୍ତ୍ତୀରେ ପ୍ରକଟ ହୋଇଛନ୍ତି। ଭକ୍ତମାନେ ପୀଠରେ ଚାଲିଥିବା ଯଜ୍ଞ, ହୋମ ମଧ୍ୟ ଦର୍ଶନ କରିଛନ୍ତି। ଜଗଦ୍ଧାତ୍ରୀ ବେଶରେ ମା ଙ୍କୁ ଦର୍ଶନ କଲେ ଭକ୍ତର ମାନସିକ ପୂରଣ ହୁଏ ବୋଲି ଦୃଢ଼ ବିଶ୍ୱାସ ରହିଛି। ଆଦ୍ୟାଶକ୍ତି ମା ଭଦ୍ରକାଳୀ ସୃଷ୍ଟିର ସମସ୍ତ ଶକ୍ତିର ଅଧିକାରିଣୀ ଜଗତର ପାଳନ କତ୍ର୍ତ୍ରୀ। ସମସ୍ତ ଜୀବ ଜଗତ, ପ୍ରାଣୀ ଜଗତ ତଥା ଉଦ୍ଭିଦ ଜଗତ, ଜଳ, ସ୍ଥଳ ସର୍ବତ୍ର ତାଙ୍କର ସତ୍ତା ଉପଲବ୍ଧି ହେଉଛି। Body:ଆସନ୍ତାକାଲି ମା ପଦ୍ମାସନା ହଂସ ବାହନରେ ମହାସରସ୍ୱତୀ ବେଶରେ ଦର୍ଶନ ଦେବେ। ମାଆଙ୍କ ଦର୍ଶନ ପାଇଁ ଭଦ୍ରକ ତଥା ଭଦ୍ରକ ବାହାରୁ ଭକ୍ତ ମାନେ ଏଠାକୁ ଛୁଟି ଆସନ୍ତି। ମାଆଙ୍କ କରୁଣା ଭିକ୍ଷା କରନ୍ତି। ଏନେଇ ଆମେ ମାଙ୍କ ସେବାୟତ ଓ କିଛି ଶ୍ରଦ୍ଧାଳୁ ଭକ୍ତମାନଙ୍କ ସହିତ ସିଧାସଳଖ ଆଲୋଚନା କରିଥିଲୁ।
wrap ରେ visual ଓ defford ଯାଇଛି।Conclusion:
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.