ETV Bharat / state

ଭାରସାମ୍ୟ ହରାଇ ଓଲଟିଲା ଟ୍ରାକ୍ଟର, ଜଣେ ମୃତ

ଭଦ୍ରକ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ କରେଇପୁର ଛକ ନିକଟରେ ଭାରସାମ୍ୟ ହରାଇ ଟ୍ରାକ୍ଟର ଓଲଟିବାରୁ ଡ୍ରାଇଭରଙ୍କ ମୃତ୍ୟୁ ଘଟିଛି । ମୃତକ ହେଉଛନ୍ତି ଢେଙ୍କାନାଳ ଜିଲ୍ଲାର ପ୍ରଦୀପ ପଧାନ । ସେ ଭଦ୍ରକରେ ତାଙ୍କ ଶଶୁର ଘରେ ରହୁଥିଲା । ଅଧିକ ପଢନ୍ତୁ...

author img

By

Published : Feb 21, 2021, 10:09 PM IST

ଭାରସାମ୍ୟ ହରାଇ ଟ୍ରାକ୍ଟର ଓଲଟିଲା, ଜଣେ ମୃତ
ଭାରସାମ୍ୟ ହରାଇ ଟ୍ରାକ୍ଟର ଓଲଟିଲା, ଜଣେ ମୃତ

ଭଦ୍ରକ : ଭଦ୍ରକ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ କରେଇପୁର ଛକ ନିକଟରେ ଭାରସାମ୍ୟ ହରାଇ ଟ୍ରାକ୍ଟର ଓଲଟିବାରୁ ଡ୍ରାଇଭରଙ୍କ ମୃତ୍ୟୁ ଘଟିଛି । ମୃତକ ହେଉଛନ୍ତି ଢେଙ୍କାନାଳ ଜିଲ୍ଲାର ପ୍ରଦୀପ ପଧାନ । ସେ ଭଦ୍ରକରେ ତାଙ୍କ ଶଶୁର ଘରେ ରହୁଥିଲା ।

ଭାରସାମ୍ୟ ହରାଇ ଟ୍ରାକ୍ଟର ଓଲଟିଲା, ଜଣେ ମୃତ

ଆଜି ଟ୍ରାକ୍ଟର ଯୋଗେ ମାଟି ପକାଇ, ଟ୍ରାକ୍ଟର ନେଇ ଖାଇବା ପାଇଁ ଯାଉଥିବା ବେଳେ ଭାରସାମ୍ୟ ହରାଇ ଟ୍ରାକ୍ଟରଟି ଓଲଟି ପଡିଥିଲା । ଫଳରେ ଟ୍ରାକ୍ଟର ତଳେ ସେ ଚାପି ହୋଇ ଯାଇଥିଲେ । ଘଟଣା ସ୍ଥଳରେ ସ୍ଥାନୀୟ ଲୋକେ ପହଞ୍ଚି ଟ୍ରାକ୍ଟର ତଳେ ଚାପି ରହିଥିବା ଡ୍ରାଇଭରକୁ ଉଦ୍ଧାର କରିଥିଲେ ମଧ୍ୟ ତାଙ୍କର ମୃତ୍ୟୁ ହୋଇଥିଲା । ଏନେଇ ଖବର ପାଇ ଘଟଣା ସ୍ଥଳରେ ପୋଲିସ ପହଞ୍ଚି ମୃତ ଶରୀରକୁ ଜବଦ କରି ବ୍ୟବଚ୍ଛେଦ ପାଇଁ ଭଦ୍ରକ ମେଡିକାଲକୁ ପଠାଇ ତଦନ୍ତ କରୁଛି ।

ଭଦ୍ରକରୁ ଦେବାଶିଷ ମହାପାତ୍ର, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.