ETV Bharat / state

ଯୋଜନା କମିଟିର ବାର୍ଷିକ ବଜେଟ ବୈଠକ - ଭଦ୍ରକ

ଜିଲ୍ଲା ଯୋଜନା କମିଟିର ବାର୍ଷିକ ବଜେଟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଳା ଗ୍ରାମ୍ୟ ଉନ୍ନୟନ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏହି ବୈଠକରେ ଜିଲ୍ଲାର ସମସ୍ତ ବିଧାୟକ, ଜିଲ୍ଲାପାଳ, ଜିଲ୍ଳାପରିଷଦ ସଭାପତି, ଭଦ୍ରକ ସାଂସଦଙ୍କ ପ୍ରତିନିଧି ତଥା ଜିଲ୍ଲାସ୍ତରୀୟ ସମସ୍ତ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ।

planning-commite-meeting
planning-commite-meeting
author img

By

Published : Jan 5, 2020, 7:05 AM IST

ଭଦ୍ରକ: ଜିଲ୍ଲା ଯୋଜନା କମିଟିର ବାର୍ଷିକ ବଜେଟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଳା ଗ୍ରାମ୍ୟ ଉନ୍ନୟନ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏହି ବୈଠକରେ ଜିଲ୍ଲାର ସମସ୍ତ ବିଧାୟକ, ଜିଲ୍ଲାପାଳ, ଜିଲ୍ଳାପରିଷଦ ସଭାପତି, ଭଦ୍ରକ ସାଂସଦଙ୍କ ପ୍ରତିନିଧି ତଥା ଜିଲ୍ଲାସ୍ତରୀୟ ସମସ୍ତ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ।

ଯୋଜନା କମିଟିର ବାର୍ଷିକ ବଜେଟ ବୈଠକ

ଏହି ବାର୍ଷିକ ବଜେଟ ବୈଠକ ରେ ଜିଲ୍ଲାର ୨୦୧୯-୨୦ ଆର୍ଥିକ ବର୍ଷ ପାଇଁ ବିଭିନ୍ନ ଯୋଜନା ବାବଦରେ ୧୩୬୦ କୋଟି ୭୯ଲକ୍ଷ ୬୦ହଜାର ଟଙ୍କାର ପ୍ରସ୍ତାବ ଅନୁମୋଦନ କରାଯାଇଥିଲା। ବିଭିନ୍ନ ଲୋକାଭିମୁଖୀ ଯୋଜନାର କାର୍ଯ୍ୟକାରିତା ତଥା ସୁଫଳ କିପରି ଲୋକମାନେ ପାଇପାରିବେ ସେ ସମ୍ପର୍କରେ ବିଭାଗୀୟ ଅଧିକାରୀମାନଙ୍କୁ ଜିଲ୍ଲା ଯୋଜନା ବୋର୍ଡ଼ର ଅଧ୍ୟକ୍ଷ ତଥା ଚାନ୍ଦବାଲି ବିଧାୟକ ବ୍ୟୋମକେଶ ରାୟ ଦେଇଛନ୍ତି ନିର୍ଦ୍ଦେଶ ।

ଭଦ୍ରକରୁ ଦେବାଶିଷ ମହାପାତ୍ର, ଇଟିଭି ଭାରତ

Intro:SLUG : PLANNING COMMITTEE
FORMAT : AVO
REPORT : DEBASIS MOHAPATRA / BHADRAK
DATE : 04.01.2020

ANCHOR : ଭଦ୍ରକ ଜିଲ୍ଲା ଯୋଜନା କମିଟିର ବାର୍ଷିକ ବଜେଟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଳା ଗ୍ରାମ୍ୟ ଉନ୍ନୟନ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏହି ବୈଠକରେ ଜିଲ୍ଲାର ସମସ୍ତ ବିଧାୟକ, ଜିଲ୍ଲାପାଳ, ଜିଲ୍ଳାପରିଷଦ ସଭାପତି, ଭଦ୍ରକ ସାଂସଦଙ୍କ ପ୍ରତିନିଧି ତଥା ଜିଲ୍ଲାସ୍ତରୀୟ ସମସ୍ତ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ। ଏହି ବାର୍ଷିକ ବଜେଟ ବୈଠକ ରେ ଜିଲ୍ଲାର ୨୦୧୯-୨୦ ଆର୍ଥିକ ବର୍ଷ ପାଇଁ ବିଭିନ୍ନ ଯୋଜନା ବାବଦରେ ୧୩୬୦କୋଟି ୭୯ଲକ୍ଷ ୬୦ହଜାର ଟଙ୍କାର ପ୍ରସ୍ତାବ ଅନୁମୋଦନ କରାଯାଇଥିଲା। Body:ବିଭିନ୍ନ ଲୋକାଭିମୁଖି ଯୋଜନାର କାର୍ଯ୍ୟକାରିତା ତଥା ସୁଫଳ କିପରି ଲୋକମାନେ ପାଇପାରିବେ ସେ ସମ୍ପର୍କରେ ବିଭାଗୀୟ ଅଧିକାରୀମାନଙ୍କୁ ଜିଲ୍ଲା ଯୋଜନା ବୋର୍ଡ଼ର ଅଧ୍ୟକ୍ଷ ତଥା ଚାନ୍ଦବାଲି ବିଧାୟକ ବ୍ୟୋମକେଶ ରାୟ ନିର୍ଦ୍ଦେଶ ଦେଇଥିଲେ।Conclusion:
ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.